Posted inଜାତୀୟ

କଂଗ୍ରେସକୁ ଝଟ୍‌କା: ମଣିପୁରର ପୂର୍ବତନ ପ୍ରଦେଶ ଅଧ୍ୟକ୍ଷ ଭାଜପାରେ ସାମିଲ

ନୂଆଦିଲ୍ଲୀ,୧ ।୮: ମଣିପୁର ପ୍ରଦେଶ କଂଗ୍ରେସ କମିଟି(ଏମ୍‌ପିସିସି)ର ପୂର୍ବତନ ଅଧ୍ୟକ୍ଷ ଗୋବିନ୍ଦଦାସ କନ୍ଥଉଜମ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇଛନ୍ତି । ସେ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂଙ୍କ ଉପସ୍ଥିତିରେ ଦଳର ସଦସ୍ୟତା ଗ୍ରହଣ କରିଛନ୍ତି । ଏହାପରେ ଗୋବିନ୍ଦଦାସ କହିଛନ୍ତି ଆସନ୍ତା ବର୍ଷ ମଣିପୁର ବିଧାନସଭା ନିର୍ବାଚନ ହେବାକୁ ଯାଉଛି ଆଉ ମୁଁ ଉକ୍ତ ନିର୍ବାଚନରେ ଭାଜପା ପାଇଁ ସମର୍ପିତ ଭାବେ କାମ କରିବି । ଦଳର ସଦସ୍ୟତା ନେବା ପରେ ସେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ସାକ୍ଷାତ୍ କରିଛନ୍ତି । ସୂଚନାଯୋଗ୍ୟ ଗୋବିନ୍ଦଦାସ ଗତ ମାସରେ ମଣିପୁର ବିଧାୟକ ଓ ଏମ୍‌ପିସିସିର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇ ଦେଇଥିଲେ । ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଦଳ ଛାଡିଥିବା କହିଥିଲେ । ଯାହା ପରେ କଂଗ୍ରେସକୁ ବଡ ଝଟକା ଲାଗିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri