ଫୋନରେ ପୂର୍ବତନ ମେୟରଙ୍କୁ ହତ୍ୟା ଧମକ, ପୋଲିସର ତଦନ୍ତ ଆରମ୍ଭ

ବ୍ରହ୍ମପୁର,୧୨।୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ମହାନଗର ନିଗମର ପୂର୍ବତନ ମେୟର ଶିବଶଙ୍କର ଦାଶ ଓରଫ ପିଣ୍ଟୁଙ୍କୁ ଫୋନରେ ହତ୍ୟା ଧମକ ଦିଆଯାଇଛି। ସେ ଏନେଇ ଗୋଶାଣିନୁଆଗାଁ ଥାନାରେ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ତଦନ୍ତ ଆରମ୍ଭ କରିଛି । ପିଣ୍ଟୁ ନିଜ ଅଭିଯୋଗରେ ଦର୍ଶାଇଛନ୍ତିଯେ, ସୋମବାର ତାଙ୍କ ୱାଟସଆପ ନମ୍ବରକୁ ଏକ ଅଜଣା ନମ୍ବରରୁ କଲ ଆସିଥିଲା । କଲ କରିଥିବା ବ୍ୟକ୍ତି ଜଣଙ୍କ ନିଜକୁ ଶିବ ପାଳ ବୋଲି ଦର୍ଶାଇଥିଲା । ସେହି ବ୍ୟକ୍ତି ଜଣଙ୍କ ପିଣ୍ଟୁଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲା । ମୋ ଭାଇ ଇଛିଲିକୁ ଦଣ୍ଡ କଲୁ ଓ ମଉଜ ମିଶ୍ରକୁ ଧରାଇବାରେ ପୋଲିସକୁ ସହଯୋଗ କଲୁ ବୋଲି ସେ କହିଥିଲେ। ରିଙ୍କୁକୁ ଯେପରି ସାହି ଭିତରେ ପୋଲିସ ଆଗରେ ଗୁଳି କରିଥିଲି ତୋତେ ମଧ୍ୟ ସେମିତି ଗୁଳି କରିବି ମାରିଦେବି ବୋଲି ସେହି ବ୍ୟକ୍ତି ଜଣଙ୍କ ଧମକ ଦେଇଛନ୍ତି। ଫୋନ କରିଥିବା ବ୍ୟକ୍ତି ନାମରେ ପୂର୍ବରୁ ଏକାଧିକ ମାମଲା ରହିଥିବା ସେ ଉଲ୍ଲେଖ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଏୟାରଷ୍ଟ୍ରାଇକ୍‌କୁ ନେଇ ଚାଇନାର ବଡ଼ ବୟାନ, ଯୁଦ୍ଧ ଭିତରେ ଚମକି ପଡିଲା ବିଶ୍ୱ!

ବେଜିଂ,୧୭।୩: ଆଫଗାନିସ୍ତାନର କାବୁଲରେ ପାକିସ୍ତାନୀ ସାମରିକ ଆକ୍ରମଣ ପରେ ପରିସ୍ଥିତି ଏତେ ଗମ୍ଭୀର ହୋଇଯାଇଛି। ଯାହାଯୋଗୁ ପାକ୍‌ର ଘନିଷ୍ଠ ସହଯୋଗୀ ଚାଇନା ମଧ୍ୟ ଚୁପ ରହିପାରି ନାହିଁ।…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

ଇଣ୍ଡିଆ ପୋଷ୍ଟର ବଡ଼ ପଦକ୍ଷେପ: ଏସବୁ ସହରରେ ମିଳିବ ‘ନେକ୍ସଟ୍ ଡେ ଗ୍ୟାରେଣ୍ଟିଡ୍ ଡେଲିଭରି’ ସେବା

ନୂଆଦିଲ୍ଲୀ,୧୭।୫: ଡାକ ସେବାକୁ ଅଧିକ ଦ୍ରୁତ ଓ ଭରସାଯୋଗ୍ୟ କରିବା ପାଇଁ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ନୂତନ ସେବାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାର, ମାର୍ଚ୍ଚ…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri