ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ପୂର୍ବତନ ନଗରପାଳଙ୍କ ପୁଅ

ଜୁନାଗଡ଼,୨୧ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ତାଲବନ୍ଦପଡ଼ାରୁ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି ଯାଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ ନାମ କୋଟିଚନ୍ଦ୍ର ମହାଳିକ (୪୨) ବୋଲି ଜଣାପଡ଼ିଛି। ପୋଖରୀକୁ ଗାଧୋଇବାକୁ ଯାଇଥିବାବେଳେ ଅସାଧାନତା ଯୋଗୁ ସେ ଗଭୀରକୁ ଚାଲି ଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଜୁନାଗଡ଼ ଅଗ୍ନିଶମ ବାହିନୀ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ କୋଟିଚନ୍ଦ୍ର ଜୁନାଗଡ଼ର ପୂର୍ବତନ ନଗରପାଳଙ୍କ ପୁଅ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

SBI ପକ୍ଷରୁ ଟଙ୍କା ବଦଳ ମେଳା, ଚିରାଫଟା ନୋଟ୍‌ ଦେଇ ନେଇପାରିବେ ଏତିକି ଟଙ୍କା…

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଷ୍ଟେଟ୍‌ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଶନିବାର ବ୍ୟାଙ୍କ ସମ୍ମୁଖରେ କଏନ୍‌ ଏବଂ କାଗଜ ଟଙ୍କା ବଦଳ ମେଳା ଅନୁଷ୍ଠିତ ହୋଇଛି।…

ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍‌, ମୋଟ୍‌ ୯ଟି ସ୍ଥାନରେ ରହିଛି…

ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ…

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri