ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ପୂର୍ବତନ ମନ୍ତ୍ରୀ

ବଲାଙ୍ଗୀର ଅଫିସ,୧୫ା୩: ପୌରାଞ୍ଚଳ ନିର୍ବାଚନ ପାଇଁ ରାଜନୀତି ସରଗରମ ହେଉଛି। ମଙ୍ଗଳବାର ବଲାଙ୍ଗୀର ସହରରେ ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ ବିଜୁ ଜନତା ଦଳର ପୌରାଧ୍ୟକ୍ଷା ପ୍ରାର୍ଥୀ ଲିକା ସାହୁ ଓ କାଉନ୍‌ସିଲର ପ୍ରାର୍ଥୀ ଶତ୍ରୁଘ୍ନ ବାଗ୍‌ଙ୍କ ପାଇଁ ୨୧ ନମ୍ବର ୱାର୍ଡରେ ପ୍ରଚାର କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକୟଙ୍କ ସ୍ବଚ୍ଛ ଦୁର୍ନୀତି ମୁକ୍ତ ଭାବମୂର୍ତ୍ତି ତଥା ବିକାଶ ମୂଳକ କାର୍ଯ୍ୟ ଓଡ଼ିଶା ଜନସାଧାରଣଙ୍କୁ ଆକୃଷ୍ଟ କରିଥିବା ସେ କହିଛନ୍ତି। ବଲାଙ୍ଗୀର ମ୍ୟୁନିସିପାଲଟି ଅଞ୍ଚଳରେ ଅନେକ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଛି ଆଗକୁ ମଧ୍ୟ କରିବାର ଅଛି ଏଣୁ ବିଜେଡି ପୌରଧ୍ୟକ୍ଷା ପ୍ରାର୍ଥୀ ଲିକା ସାହୁ ଏବଂ କାଉନସିଲର ପ୍ରାର୍ଥୀଙ୍କୁ ଭୋଟ ଦେଇ ବିଜୟ କରିବାକୁ ଅନଙ୍ଗ ଉଦୟ ସିଂହଦେଓ ଲୋକଙ୍କୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri