ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ପୂର୍ବତନ ମନ୍ତ୍ରୀ

ବଲାଙ୍ଗୀର ଅଫିସ,୧୫ା୩: ପୌରାଞ୍ଚଳ ନିର୍ବାଚନ ପାଇଁ ରାଜନୀତି ସରଗରମ ହେଉଛି। ମଙ୍ଗଳବାର ବଲାଙ୍ଗୀର ସହରରେ ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ ବିଜୁ ଜନତା ଦଳର ପୌରାଧ୍ୟକ୍ଷା ପ୍ରାର୍ଥୀ ଲିକା ସାହୁ ଓ କାଉନ୍‌ସିଲର ପ୍ରାର୍ଥୀ ଶତ୍ରୁଘ୍ନ ବାଗ୍‌ଙ୍କ ପାଇଁ ୨୧ ନମ୍ବର ୱାର୍ଡରେ ପ୍ରଚାର କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକୟଙ୍କ ସ୍ବଚ୍ଛ ଦୁର୍ନୀତି ମୁକ୍ତ ଭାବମୂର୍ତ୍ତି ତଥା ବିକାଶ ମୂଳକ କାର୍ଯ୍ୟ ଓଡ଼ିଶା ଜନସାଧାରଣଙ୍କୁ ଆକୃଷ୍ଟ କରିଥିବା ସେ କହିଛନ୍ତି। ବଲାଙ୍ଗୀର ମ୍ୟୁନିସିପାଲଟି ଅଞ୍ଚଳରେ ଅନେକ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଛି ଆଗକୁ ମଧ୍ୟ କରିବାର ଅଛି ଏଣୁ ବିଜେଡି ପୌରଧ୍ୟକ୍ଷା ପ୍ରାର୍ଥୀ ଲିକା ସାହୁ ଏବଂ କାଉନସିଲର ପ୍ରାର୍ଥୀଙ୍କୁ ଭୋଟ ଦେଇ ବିଜୟ କରିବାକୁ ଅନଙ୍ଗ ଉଦୟ ସିଂହଦେଓ ଲୋକଙ୍କୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri