ବିଜେଡିର ଛାୟା କ୍ୟାବିନେଟକୁ ନେଇ ସମୀରଙ୍କ ତେର୍ଚ୍ଛାବାଣ, କହିଲେ ନବୀନ ବାବୁ…

ଭୁବନେଶ୍ୱର,୧୮।୭: ବିଜେଡିର ଛାୟା କ୍ୟାବିନେଟ ଗଠନକୁ ନେଇ ନବୀନ ପଟ୍ଟନାୟକଙ୍କୁ ପୂର୍ବତନ ମନ୍ତ୍ରୀ ସମୀର ଦାଶ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ନବୀନ ସରକାରରେ ମନ୍ତ୍ରୀଙ୍କୁ ଦାୟିତ୍ୱ ମିଳୁ ନ ଥିଲା, ଏବେ ବିଧାୟକଙ୍କୁ ବିଭାଗ ମିଳୁଛି। ନିଜର ଆତ୍ମସନ୍ତୋଷ ପାଇଁ, ଦଳକୁ ଏକତ୍ରିତ ରଖିବା ପାଇଁ ନବୀନ ବାବୁ ପ୍ରୟାସ କରୁଛନ୍ତି। ଓଡ଼ିଶା ରାଜନୀତିରେ କି ଭାରତରେ ଛାୟା କ୍ୟାବିନେଟ ଦେଖି କେହି ନ ଥିଲେ। ଆଜିର ବିରୋଧୀଦଳ ନେତାଙ୍କୁ ମୁଁ ମନ୍ତ୍ରୀ ଥିଲା ବେଳେ ଅନେକ UOI ନୋଟ ଦେଇଥିଲି। ଜାଣିନି ସେସବୁ ତାଙ୍କ ପାଖରେ ପହଞ୍ଚିଥିଲା କି ନାହିଁ। ନୂଆ ସରକାରକୁ କାମ କରିବାକୁ ଦିଅନ୍ତୁ, ଛାୟା କ୍ୟାବିନେଟ ଏକ ହାସ୍ୟାସ୍ପଦ।

ଅନ୍ୟପଟେ ଗତକାଲି ବିଜେଡି ସୁପ୍ରିମୋ ବିଧାୟକଙ୍କୁ ଦାୟିତ୍ୱ ବାଣ୍ଟିବା ପରେ ବିଜେଡି ନେତା ଅମର ଶତପଥୀ ଏନେଇ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ନବୀନ ପଟ୍ଟନାୟକ ବର୍ତ୍ତମାନ ଯେମିତି ବିଧାୟକମାନଙ୍କୁ ଦାୟିତ୍ୱ ବଣ୍ଟନ କରିଛନ୍ତି ଯଦି ପୂର୍ବରୁ ଏମିତି କରିଥାନ୍ତେ ତେବେ ଆଜି ଆମେ ବିରୋଧୀ ଦଳରେ ବସି ନ ଥାନ୍ତୁ । ବିଳମ୍ବରେ ହେଉ ପଛେ ଭଲ କାର୍ଯ୍ୟକ୍ରମଟେ ହାତକୁ ନେଇଛନ୍ତି ଦଳର ସୁପ୍ରିମୋ ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ବିଧାୟକ ବାବୁ ସିଂଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର,୯।୨: ବିଧାୟକ ବାବୁ ସିଂଙ୍କ ଆବେଦନ ହାଇକୋର୍ଟରେ ଖାରଜ କରାଯାଇଛି। ଭୁବନେଶ୍ୱର ଏକାମ୍ର ନିର୍ବାଚନୀ ମାମଲାରେ ଆବେଦନ ଖାରଜ କରାଯାଇଛି। ବିନା ଶୁଣାଣିରେ ମାମଲା ଖାରଜ କରିବାକୁ…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପ୍ରେମ ସପ୍ତାହରେ ପ୍ରେମିକଙ୍କୁ ହତ୍ୟା: ଗାଁରୁ ଆସିଥିବା ଟ୍ୟାକ୍ସି ଡ୍ରାଇଭର ପ୍ରେମିକଙ୍କୁ ହତ୍ୟାକଲେ ପାଲରେ କାମ କରୁଥିବା ପ୍ରେମିକା

ଭୁବନେଶ୍ୱର,୯।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଏବେ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ତଣ୍ଟି କାଟି ହତ୍ୟା କରିବା ଅଭିଯୋଗରେ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri