ଚାଷୀନେତାଙ୍କ ସପକ୍ଷରେ ପୂର୍ବତନ ବିଧାୟକ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ): କୃଷି ଓ କୃଷକଙ୍କ ହକ ପାଇଁ ଲଢୁଥିବା ଚାଷୀନେତା ରମେଶ ମହାପାତ୍ରଙ୍କ ବାସଭବନରେ ରବିବାର ବରଗଡ଼ ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ ପହଞ୍ଚି ତାଙ୍କୁ ନୈତିକ ସମର୍ଥନ ଜଣାଇଛନ୍ତି ।

ଏହି ଅବସରରେ ବିଜେଡି ଜିଲା କାର୍ଯ୍ୟକାରୀ ସଭାପତି ସୁଶାନ୍ତ ମହାପାତ୍ର, ଟାଉନ ବିଜେଡି ସଭାପତି କିଶୋର ମିଶ୍ର ଓ ବ୍ଲକ ଉପାଧ୍ୟକ୍ଷ ଉମେଶ ପଣ୍ଡା ପ୍ରମୁଖ ଉପସ୍ଥିତ ରହି କୃଷକମାନଙ୍କ ହକ ପାଇଁ ଲଢେଇ କରିଥିବା ଚାଷୀ ନେତାଙ୍କ ବରୋଧରେ ବିଭିନ୍ନ ଅପରାଧିକ ମାମଲା ଦାୟର କରାଯାଇ ଆନ୍ଦୋଳନକୁ ଚପାଇ ଦେବାର ଉଦ୍ୟମକୁ ଦୃଢ଼ ନିନ୍ଦା କରିଥିଲେ।

ପୂର୍ବତନ ବିଧାୟକ ଆଚାର୍ଯ୍ୟ ଚାଷୀନେତା ମହାପାତ୍ରଙ୍କ ନାମରେ ଲଗାଯାଇଥିବା ବିଭିନ୍ନ ଅପରାଧିକ ଦଫା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି, ଗଣତାନ୍ତ୍ରିକ ପଦ୍ଧତିରେ ଜନସାଧାରଣଙ୍କ ହକ ପାଇଁ ସ୍ବର ଉତ୍ତୋଳନ କରିବାର ପୂର୍ଣ୍ଣ ଅଧିକାର ରହିଛି। ଜନ ଆନ୍ଦୋଳନକୁ ଚପାଇ ଦେବା ପାଇଁ ଚାଷୀନେତା ମହାପାତ୍ରଙ୍କୁ ଜଣେ ବୃତ୍ତିଗତ ଅପରାଧୀ ଭଳି ଚିତ୍ରିତ କରି ତାଙ୍କ ନାମରେ ଦଫା ଲଗାଯିବା ଘଟଣା ଦୁର୍ଭାଗ୍ୟ ଜନକ ।

ସ୍ମାର୍ଟ ମିଟର ବାବଦରେ ସରକାର ତୁରନ୍ତ ସ୍ପଷ୍ଟିକରଣ ଦେଇ ଜନ ସାଧାରଣଙ୍କ ବିଶ୍ବାସ ଭାଜନ ହେବା ଉଚିତ ଓ ନିର୍ବାଚନ ସମୟରେ ୩ ଶହ ୟୁନିଟ ବିଜୁଳି ମାଗଣା ଦେବା କଥା କହି କ୍ଷମତାକୁ ଆସିଥିବା ଭାଜପା ସରକାର ତୁରନ୍ତ ନିଜ ପ୍ରତିଶ୍ରୁତି ପୁରଣ କରନ୍ତୁ ଓ ଚାଷୀ ନେତା ମହାପାତ୍ରଙ୍କ ନାମରେ ଲଗାଯାଇଥିବା ସମସ୍ତ ଅପରାଧିକ ଦଫା ତୁରନ୍ତ ପ୍ରତ୍ୟାହାର କରନ୍ତୁ, ନ ହେଲେ ଆଗାମୀ ଦିନରେ
ବିଜେଡି ସରକାରଙ୍କ ବିରୋଧରେ ରାଜରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବ ବୋଲି ସେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri