ପୂର୍ବତନ ବିଧାୟକଙ୍କୁ ୨ ବର୍ଷ ଜେଲ୍‌

ଲକ୍ଷ୍ନୌ,୨୧ା୯: ଆହ୍ଲାବାଦ ହାଇକୋର୍ଟ ବୁଧବାର ପୂର୍ବତନ ବିଧାୟକ ମୁଖତାର ଅନସାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଜଣେ ଜେଲରଙ୍କୁ ଧମକ ଦେବା ସହ ବନ୍ଧୁକ ଦେଖାଇବା ଅଭିଯୋଗରେ ତାଙ୍କୁ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଜଷ୍ଟିସ ଡି.କେ ସିଂ ଉତ୍ତରପ୍ରଦେଶ ସରକାରଙ୍କ ଆବେଦନକୁ ଅନୁମତି ଦେଇଥିବା ବେଳେ ଏହି ନିର୍ଦ୍ଦେଶ ଦେଇଛନ୍ତି।
ଏହି ମାମଲା ୨୦୦୩ରୁ ହୋଇଥିଲା। ଯେତେବେଳେ ଲକ୍ଷ୍ନୌ ଜିଲା କାରାଗାରର ଜେଲର ଏସ୍‌.କେ ଆଓ୍ବସ୍ତି ଆଲାମବାଗ ପୋଲିସ ନିକଟରେ ଏଫ୍‌ଆଇଆର ଦାଖଲ କରିଥିଲେ। ସେ ଅନସାରୀ ତାଙ୍କୁ ଦୁର୍ବ୍ୟବହାର କରିବା ସମୟରେ ଏକ ବନ୍ଧୁକ ଦେଖାଇଥିଲେ। ଏହି ମାମଲାରେ ଏକ ଟ୍ରାଏଲ କୋର୍ଟ ଅନସାରୀଙ୍କୁ ନିର୍ଦ୍ଦୋଷରେ ଖଲାସ କରିଥିଲେ। କିନ୍ତୁ ସରକାର ଏକ ଆବେଦନ କରିଥିଲେ। ଅନସାରୀ ବର୍ତ୍ତମାନ ଜେଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri