ପଦ୍ମ ଧରିଲେ ପୂର୍ବତନ ବିଧାୟକ, କହିଲେ-କୋଟିଏ ଟଙ୍କାର ଲୋଭ ଦେଖାଉଛି ବିଜେଡି

ଭୁବନେଶ୍ୱର,୧୨।୪: ଭାଜପାରେ ସାମିଲ ହେଲେ ପୂର୍ବତନ ବିଧାୟକ କୈଳାଶ କୁଲେସିକା।
ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଶୁକ୍ରବାର ସେ ଭାଜପାରେ ମିଶିଛନ୍ତି। ଭାଜପାରେ ଯୋଗ ଦେଇସାରିବା ପରେ କୈଳାଶ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଲକ୍ଷ୍ମୀପୁର ପାଇଁ ବିଜେଡି ଟିକେଟ୍‌ ଘୋଷଣାକୁ ନେଇ ନିରାଶ ଥିଲି। ପ୍ରତିଶ୍ରୁତି ଦେଇ ବିଜେଡି ବିଶ୍ବାସଘାତକତା କରିଛି। ଲକ୍ଷ୍ମୀପୁରରୁ ଟିକେଟ୍‌ ଦେବାକୁ ପ୍ରତିଶ୍ରୁତି ଦେଇ ଦଳରେ ମିଶାଇ ଥିଲେ। ହେଲେ ଟିକେଟ୍‌ ନ ଦେଇ ସରକାର ଗଠନ ପରେ ଏସ୍‌ଡିସି ଦେବେ କହୁଛନ୍ତି। ପୁଣି ମୋତେ କୋଟିଏ ଟଙ୍କାର ପ୍ରଲୋଭନ ଦେଖାଉଛନ୍ତି। ମୋତେ ଯେଉଁ ଆଘାତ ଦେଇଛନ୍ତି ଲୋକେ ପ୍ରତିଶୋଧ ନେବେ। ସେ କହିଛନ୍ତି, ଭାଜପା ମୋ ସହ ଯୋଗାଯୋଗ କରିବା ପରେ ଦଳରେ ମିଶିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri