ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌

ସୋହେଲା,୬ା୬(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ମହମ୍ମଦ ରଫିକ୍‌ଙ୍କ ଶୁକ୍ରବାର ୭୧ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ସେ କିଛିଦିନ ହେଲା ରକ୍ତ ଶର୍କରା ଜନିତ ରୋଗ ପାଇଁ ବରଗଡ଼ର ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲା। ସକାଳ ପ୍ରାୟ ୬ଟା ୩୦ମି ସମୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ୨୦୦୪ ରୁ ୨୦୦୯ପର୍ଯ୍ୟନ୍ତ ସେ ତତ୍କାଳୀନ ମେଳଛାମୁଣ୍ଡା ବିଧାନସଭା କ୍ଷେତ୍ରର ବିଧାୟକ ଥିଲେ। ଏହା ସହିତ ସେ ସୋହେଲା ଦୁର୍ଗାପୂଜା କମିଟିର ଉପସଭାପତି ଥିଲେ। ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚାର ରାଜ୍ୟ ସଭାପତି ଭାବେ ମଧ୍ୟ ସେ କାମ କରିଥିଲେ। ସ୍ବର୍ଗତଃ ରଫିକ୍‌ ଅବିବାହିତ ଥିଲେ। ନିଜର ଅମାୟିକ ବ୍ୟବହାର, ସରଳ ସ୍ବଭାବ ପାଇଁ ସାଧାରଣ ଲୋକଙ୍କ ମଧ୍ୟରେ ଅତି ପ୍ରିୟ ଥିଲେ। ତାଙ୍କ ବିୟୋଗରେ ସୋହେଲା ଅଞ୍ଚଳରେ ଶୋକର ଛାୟା ଖେଲିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

BCCI ଆଗରେ ଏମିତି ଡିମାଣ୍ଡ ରଖିଲେ ଅଜିତ ଅଗରକର: ହେବ କି ପୂରଣ

ନୂଆଦିଲ୍ଲୀ,୧୯।୩: ଟି୨୦ ବିଶ୍ୱକପରେ ଭାରତର ବିଜୟ ପରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ବିସିସିଆଇ ସାମ୍ନାରେ ଏକ ଡିମାଣ୍ଡ ରଖିଛନ୍ତି। ଅଗରକର ୨୦୨୭ ଏକଦିବସୀୟ ବିଶ୍ୱକପ ପର୍ଯ୍ୟନ୍ତ…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri