କରୋନାରେ ମାହାଙ୍ଗାର ପୂର୍ବତନ ବିଧାୟକଙ୍କ ପରଲୋକ

ନିଶ୍ଚିନ୍ତକୋଇଲି,୫ା୬(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବିଧାନସଭା କ୍ଷେତ୍ରର ପ୍ରାକ୍ତନ ବିଧାୟକ ବିକ୍ରମକେଶରୀ ବର୍ମାଙ୍କ କରୋନାରେ ଶନିବାର ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ହେବ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ ମନ୍ତ୍ରୀ ପ୍ରତାପ ଜେନା, କଟକ ସଦର ବିଧାୟକ ଚନ୍ଦ୍ରସାରଥି ବେହେରା ଶୋକ ପ୍ରକାଶ କରିବା ସହ ନିଶ୍ଚିନ୍ତକୋଇଲି ବ୍ଲକ ଅଧ୍ୟକ୍ଷା ସବିତା ଓଝା, ଉପାଧ୍ୟକ୍ଷା ସବିତା ମହାନ୍ତି, ପ୍ରାକ୍ତନ ଆତ୍ମା ସଭାପତି ଜ୍ୟୋତିପ୍ରକାଶ ସ୍ବାଇଁ, ପୂର୍ବତନ ସରପଞ୍ଚ କ୍ଷୀରୋଦ ପଣ୍ଡା, ରମେଶ ସ୍ବାଇଁ ପ୍ରମୁଖ ଶୋକ ବ୍ୟକ୍ତ କରିଛନ୍ତି। ସେ ଏକାଧାରରେ ଜଣେ ଅଧ୍ୟାପକ, ଶିକ୍ଷକ, କାଜୁ ନିଗମ ଅଧ୍ୟକ୍ଷ,ଶିକ୍ଷକ ନେତା, ସୁସାହିତି୍ୟକ ଓ ସମାଜ ସଂସ୍କାରକ ଥିଲେ। ସେ ଜଣେ ଅମାୟିକ ବ୍ୟକ୍ତିତ୍ୱ ଥିଲେ। ତାଙ୍କ ବର୍ତ୍ତମାନର ମାହାଙ୍ଗା ଜଣେ ଭଲ ମଣିଷକୁ ହରାଇଲା ବୋଲି ବୁଦ୍ଧିଜୀବୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇଲ୍‌ରେ ଅଟକିଛି ଭଦ୍ରକର ମାଷ୍ଟରପ୍ଲାନ

ଭଦ୍ରକ ଅଫିସ, ୪ା୩- ସରକାରଙ୍କ ଗେଜେଟ୍‌ ନୋଟିଫିକେସନ୍‌କୁ ଇତି ମଧ୍ୟରେ ୩ ବର୍ଷ ପୂରିଲା, ହେଲେ ଭଦ୍ରକ ମାଷ୍ଟର ପ୍ଲାନ ଭିତ୍ତିରେ ଆଶାତୀତ କାର୍ଯ୍ୟକାରୀ ହୋଇ...

ରାତିପାହିଲେ ସାବିତ୍ରୀ: କେନ୍ଦୁଝର ବଜାରରେ ବଢ଼ୁଛି ଜଙ୍ଗଲୀ ଫଳର ଚାହିଦା

କେନ୍ଦୁଝର,୨।୬( ସ୍ବ.ପ୍ର.): ରାତିପାହିଲେ ସାବିତ୍ରୀ ବ୍ରତ। ଏହି ଉପଲକ୍ଷେ କେନ୍ଦୁଝର ସହରର ଫଳ ବଜାରରେ ଲୋକଙ୍କ ଭିଡ଼ ଲାଗିଛି। ଏହା ମଧ୍ୟରେ ଜଙ୍ଗଲୀ ଫଳର ଆସର...

ପୋଖରୀରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର

ଛେଣ୍ଡିପଦା,୪ା୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ତିପଦା ପଞ୍ଚାୟତର ଧୁଡ଼ାମାଳ ପୋଖରୀରୁ ଗୁରୁବାର ନବଜାତ ଶିଶୁର ମୃତଦେହ ଉଦ୍ଧାର କରାଯାଇଛି। ଘଟଣାରୁ ପ୍ରକାଶ ଯେ, ଛେଣ୍ଡିପଦା ଗ୍ରାମର କିଛି...

ବାଜିଖୋଲ ଜଙ୍ଗଲରେ ଦାନ୍ତହାତୀର ମୃତ୍ୟୁ

ସୋନପୁର,୨୩।୩(ନି.ପ୍ର.): ସୁବର୍ଣ୍ଣପୁର ବନାଞ୍ଚଳ ଅନ୍ତର୍ଗତ ନାରାୟଣପୁର ବାଜିଖୋଲ ଜଙ୍ଗଲରେ ମଙ୍ଗଳବାର ରାତିରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ହାତୀ ମୃତ୍ୟୁର କାରଣ ଜଣାପଡ଼ି ନାହିଁ।...

ବଦଳିଲା ଅନୁଗୋଳ ଏସ୍‌ପିଙ୍କ ଟିମ୍‌: ୪ ଥାନା ଅଧିକାରୀ,୧୪ ଏସ୍‌ଆଇ ଓ ୧୭ ଏଏସ୍‌ଆଇଙ୍କ ବଦଳି

ଅନୁଗୋଳ ଅଫିସ, ୩।୧୦ – ଅନୁଗୋଳ ଜିଲା ପୋଲିସରେ ବୁଧବାର ଏକ ବଡ଼ ଧରଣର ଅଦଳ ବଦଳ ହୋଇଛି। ନୂଆ ଏସ୍‌ପି ଜଗମୋହନ ମୀନା ଆସିବା...

‘ଦିନଟିଏ ଉପାସ ରହିବେ ମା’ ତାରିଣୀ’

ଘଟଗାଁ,୧୩।୭(ଡି.ଏନ.ଏ.) – ଆସନ୍ତା ଗୁରୁବାର ଘଟଗାଁ ମା’ ତାରିଣୀଙ୍କ ଆଷାଢୀ ପର୍ବ ପାଳନ କରାଯିବ। ଏଥିପାଇଁ ଗତ ସୋମବାର ତାରିଣୀ ମନ୍ଦିର ପରିଚାଳନା ବୋର୍ଡ ପକ୍ଷରୁ...

ବନ୍ଧୁକ ଚୋରାଚାଲାଣ ଗ୍ୟାଙ୍ଗ୍‌ର ୭ ଗିରଫ

ପୁରୀ ଅଫିସ,୨୯।୫ ପୁରୀରେ ବନ୍ଧୁକ ଚୋରାଚାଲାଣ ହେଉଥିବାରୁ ଗତ କିଛିଦିନ ମଧ୍ୟରେ ଲଗାତର ହତ୍ୟା, ଲୁଟ୍‌, ଗୁଳିକାଣ୍ଡ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ପୁରୀ...

ହେଭିଓ୍ବେଟ୍‌ ନେତାଙ୍କୁ ବ୍ରଜରାଜନଗର ଦାୟିତ୍ୱ ଦେଲା ବିଜେଡି

ଝାରସୁଗୁଡ଼ା ଅଫିସ,୧୬ା୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ ଦାୟିତ୍ୱ ଦେଇଛନ୍ତି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଉପନିର୍ବାଚନ ପରିଚାଳନା...

Advertisement
Archives

Model This Week