ପୂର୍ବତନ ବିଧାୟକଙ୍କ ପରଲୋକ

ଢେଙ୍କାନାଳ,୮।୪: ପୂର୍ବତନ ବିଧାୟକ ପ୍ରଫୁଲ ଭଞ୍ଜଙ୍କର ମଙ୍ଗଳବାର ସକାଳେ ପରଲୋକ ହୋଇଛି । ଢେଙ୍କାନାଳ ସହର ମିନାବଜାର ସ୍ଥିତ ତାଙ୍କ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ବାର୍ଦ୍ଧକ୍ୟ ଜନିତ କାରଣରୁ ସେ କିଛିଦିନ ହେବ ଅସୁସ୍ଥ ଥିଲେ। ଘରେ ତାଙ୍କର ଚିକିତ୍ସା ଚାଲିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବୟସ ହୋଇଥିଲା। ମୃତ୍ୟୁଶଯ୍ୟା ନିକଟରେ ତାଙ୍କର ପୁଅ, ବୋହୂ ଓ ଅନ୍ୟାନ୍ୟ ପରିବାର ସଦସ୍ୟ ଉପସ୍ଥିତ ଥିଲେ। ସେ ଢେଙ୍କାନାଳ ଗୋନ୍ଦିଆ ନିର୍ବାଚନ ମଣ୍ଡଳୀର ବିଧାୟକ ଥିବା ବେଳେ ଢେଙ୍କାନାର ମ୍ୟୁନିସିପାଟିର ପୂର୍ବତନ ଚେୟାରମ୍ୟାନ ଭାବେ ବି କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ଅସୀମ ମୁନିର ହେଲେ CDF, ପାକିସ୍ତାନର ୩ ସେନା ରହିବେ କଣ୍ଟ୍ରୋଲରେ, ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ଇସଲାମାବାଦ,୫।୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ...

ମଝି ଆକାଶରେ ଫୁଟବଲ ଖେଳିଲେ ଦୁଇ ଖେଳାଳି, ଭୟଙ୍କର ଦୃଶ୍ୟ ଦେଖିଲେ…

କିଛି ଲୋକ ଅନେକ ଦୁଃସାହସିକ କାର୍ଯ୍ୟ କରିଥାନ୍ତି। ଯାହା ଦେଖି ଲୋକଙ୍କ ପ୍ରାଣବାୟୁ ଉଡ଼ିଯିବା ପରି ଲାଗେ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ...

‘ଆତଙ୍କବାଦ ବିରୋଧରେ କାନ୍ଧକୁ କାନ୍ଧ ମିଶାଇ ଠିଆ ହେବା…’, ମୋଦି-ପୁଟିନଙ୍କ ମିଳିତ ବିବୃତ୍ତିରେ ପହଲଗାମ ଆକ୍ରମଣର ଉଲ୍ଲେଖ, ଛାନିଆ ହେଲାଣି ପାକିସ୍ତାନ!

ନୂଆଦିଲ୍ଲୀ,୫।୧୨: ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ବୈଠକ ପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ମିଳିତ ବିବୃତ୍ତି ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri