ବିଜେଡିରେ ଯୋଗ ଦେବାପରେ ଏଭଳି ପ୍ରତିକ୍ରିୟା ରଖିଲେ ପୂର୍ବତନ ବିଧାୟକ ରାଜେନ୍ଦ୍ର

ଭୁବନେଶ୍ୱର,୧୩ା୪: ସମ୍ବଲପୁର ଜିଲା କୁଚିଣ୍ଡା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ଛତ୍ରିଆ ଶୁକ୍ରବାର ଶଙ୍ଖଭବନଠାରେ ଜିଲା ବିଜେଡି ପର୍ଯ୍ୟବେକ୍ଷକ ଦେବାଶିଷ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ତାଙ୍କ ସହ ଶତାଧିକ କଂଗ୍ରେସ କର୍ମୀଙ୍କୁ ସେ ଉପଢ଼ୌକନ ଦେଇ ଦଳକୁ ସ୍ବାଗତ କରିଛନ୍ତି। କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ କୁଚିଣ୍ଡା ନିର୍ବାଚନମଣ୍ଡଳୀରେ ଦଳୀୟ ସଙ୍ଗଠନ ଆହୁରି ମଜଭୁତ ହେବ ବୋଲି ଦେବାଶିଷ କହିଛନ୍ତି।

ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ବଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଇଥିବା ସେ କହିଛନ୍ତି। ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୁଚାରୁରୂପେ ତୁଲାଇବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri