ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ ୮ଟା ୫୦ ମିନିଟ୍‌ରେ ରାସେଶ୍ୱରୀଙ୍କ ପରଲୋକ ଘଟିଥିବା ନେଇ ପରିବାର ଲୋକଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ରାସେଶ୍ୱରୀ ସ୍ନାୟୁଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିଲେ। ରାସେଶ୍ୱରୀ ୨୦୧୪ରେ ସମ୍ୱଲପୁର ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri