ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କ ଦେହାନ୍ତ

ବୋଲଗଡ/ବେଗୁନିଆ,୨୫। ୧ (ଡି.ଏନ୍‌.ଏ.): ବୋଲଗଡ଼-ବେଗୁନିଆର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କର ରବିବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି। ମୃତ୍ୟ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଉଭୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତେବେ ସେ କିଛି ଦିନ ଧରି ଅସୁସ୍ଥ ହୋଇଥିଲେ। ରବିବାର ହଠାତ୍‌ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ହସ୍ପିଟାଲ ନିଆଯଅଇଥିଲା। ତେବେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକ କହିଛନ୍ତି। ସ୍ବର୍ଗତ ମିଶ୍ରଙ୍କର ମରଶରୀରକୁ ଖଣ୍ଡଗିରିସ୍ଥିତ ଧର୍ମବିହାର ଅଞ୍ଚଳର ବାସଭବନରେ ରଖାଯାଇଛି। ତାଙ୍କ ମୃତଦେହ ନିକଟରେ ସ୍ତ୍ରୀ ଶାନ୍ତିଲତା ମିଶ୍ର ଥିବାବେଳେ ପରେ ଖବର ପାଇ ପୁତ୍ର ସୁଧିରଞ୍ଜନ ମିଶ୍ର ଓ ୨ ଝିଅ ଜ୍ୱାଇଁ ଏବଂ ୨ଭାଇ ପହଞ୍ଚତ୍ଥିଲେ। ସ୍ବର୍ଗତ ମିଶ୍ରଙ୍କ ମରଶରୀରକୁ ଶେଷଦର୍ଶନ ପାଇଁ ପ୍ରମୁଖ ବ୍ୟକ୍ତି ବିଶେଷମାନେ ଖଣ୍ଡଗିରିସ୍ଥିତ ବାସଭବନକୁ ପହଞ୍ଚତ୍ଛନ୍ତି । ସ୍ବର୍ଗତ ସୁରେନ୍ଦ୍ର ନାଥ ମିଶ୍ର ୧୯୯୦ଠାରୁ ୯୫ ପର୍ଯ୍ୟନ୍ତ ଜନତା ଦଳର ବିଧାୟକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri