ପୂର୍ବତନ ମୋହନା ବିଧାୟକଙ୍କ ପରଲୋକ

ଗଞ୍ଜାମ,୩।୨(ଡି.ଏନ୍‌.ଏ.): ସାନଖେମୁଣ୍ଡି ରାଜାସାହେବ ଡକ୍ଟର ଉଦୟ ନାରାୟଣ ସିଂହ ଦେଓଙ୍କ ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ରାଜାସାହେବ ମୋହନା ନିର୍ବାଚନମଣ୍ଡଳୀରୁ ଥରେ ବିଧାୟକ ହୋଇଥିଲେ । ସେ ପକ୍ଷୀ ବିଷାରଦ ଭାବେ ସମଗ୍ର ବିଶ୍ୱରେ ସୁନାମ ଅର୍ଜନ କରିଛନ୍ତି । ନିକଟରେ ବିହଙ୍ଗ ସଂହିତା ନାମରେ ଏକ ପୁସ୍ତକ ରାଜ୍ୟପାଳଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଶୋକବ୍ୟକ୍ତ କରିଛନ୍ତି । ଅମର ଆତ୍ମାର ସଦଗତି କାମନା ସହ ପରିବାରକୁ ସମବେଦନା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri