ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବରଗଡ଼,୮ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପୂର୍ବରୁ ବରଗଡ଼ ଜିଲା ବିଜେଡିକୁ ବଡ଼ ଝଟ୍‌କା ଲାଗିଛି। ବିଜେଡିର ଜିଲା ସଭାପତି ତଥା ପୂର୍ବତନ ଲୋକ ସଭା ଏମ୍‌ପି ଡକ୍ଟର ପ୍ରଭାସ ସିଂ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ରକୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଦଳ ଆମଦାନୀ ନେତାଙ୍କୁ ଗୁରୁତ୍ୱ ଦେଉଥିବା ବେଳେ ଦଳର ପୁରୁଖା କାର୍ଯ୍ୟକର୍ତ୍ତାଙ୍କୁ ଅଣଦେଖା କରୁଥିବା ସିଂ ଅଭିଯୋଗ କରିଛନ୍ତି। ତେବେ ସେ କେଉଁ ଦଳରେ ମିଶିବେ ବୋଲି ପଚାରିବାରୁ ସେ ନେଇ ବର୍ତ୍ତମାନ ନିଷ୍ପତ୍ତି ନେଇ ନାହାନ୍ତି, ସେଥିପାଇଁ କିଛିଦିନ ଲାଗିପାରେ ବୋଲି କହିଛନ୍ତି। ଅନ୍ୟପଟେ ସିଂ ଭାଜପାରେ ଯୋଗଦାନ କରି ପାରନ୍ତି ବୋଲି ଚର୍ଚ୍ଚା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri