Posted inରାଜ୍ୟ

ପରଲୋକରେ ପ୍ରହ୍ଲାଦ ଦୋରା, ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ଓଡ଼ିଶା ବିଧାନସଭାର ପୂର୍ବତନ ଉପ-ବାଚସ୍ପତି ପ୍ରହ୍ଲାଦ ଦୋରାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ବୁଧବାର ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ଆଦିବାସୀ ନେତା କିଛି ଦିନ ତଳେ କୋଭିଡ୍‌ରେ ସଂକ୍ରମିତ ହୋଇଥିଲେ। ଏହାଛଡ଼ା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ମଧ୍ୟ ଥିବା ପରିବାର ପକ୍ଷରୁ କୁହାଯାଇଛି। ଦୋରାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିବା ସହ ପରିବାରକୁ ସମବେଦନା ଜଣାଇଛନ୍ତି।

ପ୍ରକାଶ ଯେ, ଦୋରା ଆଦିବାସୀବହୁଳ ମାଲକାନଗିରି ଜିଲାରେ ଜନ୍ମଗ୍ରହଣ କରିଥିଲେ। ୧୯୭୭, ୧୯୯୦ ଏବଂ ୨୦୦୪ ନିର୍ବାଚନରେ ଜିଲାର ଚିତ୍ରକୋଣ୍ଡା ନିର୍ବାଚନମଣ୍ଡଳୀରେ ତିନିଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୧୯୯୦-୧୯୯୫ ଏବଂ ୨୦୦୪-୨୦୦୯ ଯାଏ ଦୁଇଥର ପାଇଁ ସେ ବିଧାନସଭାରେ ଉପବାଚସ୍ପତି ଭାବେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri