ପୂର୍ବତନ ମନ୍ତ୍ରୀ ଶେଖ୍‌ ମତଲୁବ ଅଲ୍ଲୀଙ୍କ ପରଲୋକ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଶେଖ୍‌ ମତଲୁବ ଅଲ୍ଲୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଗତ ୧୪ରେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ କଂଗ୍ରେସ ଟିକେଟରେ ମାହାଙ୍ଗା ନିର୍ବାଚନ ମଣ୍ଡଳୀରୁ ୪ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ଗ୍ରାମ୍ୟ ଉନ୍ନୟନ, ଶିକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ। ତାଙ୍କ ମୃତ୍ୟୁରେ ମାହାଙ୍ଗାରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ପିଚୁ ଉଠିଲା

ଯାଜପୁର ରୋଡ,୧୧ା୧(ଡି.ଏନ.ଏ.): ପ୍ରଶାସନିକ ଉଦାସୀନତା ଯୋଗୁ ଏବେ ବ୍ୟାସନଗର ପୌର ପରିଷଦର ପ୍ରାୟ ପ୍ରତ୍ୟେକ ଗଳିକନ୍ଦି ସମସ୍ୟା ଜର୍ଜରିତ ଜନାକୀର୍ଣ୍ଣ ସହର ଭାବେ ପରିଗଣିତ ହେଉଛି।...

ଜଳ ପରିମଳ: ଓଡ଼ିଶା ପାଇବ ୫୨୮୦ କୋଟି

ନୂଆଦିଲ୍ଲୀ/ଭୁବନେଶ୍ୱର,୩୦ା୮(ବ୍ୟୁରୋ): ଆର୍ଥିକ ବର୍ଷ ୨୦୨୧-୨୨ଠାରୁ ୨୦୨୫-୨୬ ଯାଏ ଦେଶର ଗ୍ରାମ ପଞ୍ଚାୟତଗୁଡିକୁ ୧.୪୨ ଲକ୍ଷ କୋଟି ଟଙ୍କାର ଅନୁଦାନ କେନ୍ଦ୍ର ସରକାର ଯୋଗାଇ ଦେବେ। ପାନୀୟ...

ବରଗଡ଼ରେ ଶିଶୁଙ୍କ ସମେତ ୪କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଲା

ବରଗଡ଼ ଅଫିସ,୧୮।୬: ବରଗଡ଼ ଜିଲାରେ ଗୁରୁବାର ପୁଣି ୪ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି।...

ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯,୦୨୬କୁ ବୃଦ୍ଧି

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯଦିଓ ହ୍ରାସ ପାଇଛି ମୃତ୍ୟୁସଂଖ୍ୟା କିନ୍ତୁ କମିବାର ନାଁ ନେଉନି। ଆଜି ଆଉ ୧୫ ଜଣଙ୍କ ଜୀବନ ନେଇଛି...

‘ଟଙ୍କା ବାଣ୍ଟୁଛନ୍ତି ବିଜେଡି ପ୍ରାର୍ଥୀ’

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଚଳିତ ପୌର ନିର୍ବାଚନରେ ଶାସକ ଦଳ ବିଜେଡି ଭୋଟ ହାତେଇବା ପାଇଁ ଟଙ୍କାକୁ ମୁଖ୍ୟ ଅସ୍ତ୍ର କରୁଥିବା ଭାଜପା ଅଭିଯୋଗ କରିଛି। ଏନେଇ ଭାଜପାର...

ମା’ କାଳିଜାଈଙ୍କ ଦର୍ଶନ କଲେ ରାଜ୍ୟପାଳ

କୃଷ୍ଣପ୍ରସାଦ,୭ା୯(ଡି.ଏନ୍‌.ଏ.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଙ୍ଗଳବାର ମା’ କାଳିଜାଈଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି। ଗରୁଡ଼ ଭାସମାନ ଲଞ୍ଚରେ ରାଜ୍ୟପାଳ ଅପରାହ୍ନ ୩ଟାରେ...

ଜାନୁୟାରୀ ୧୭ରୁ ବସ୍‌ ଧର୍ମଘଟ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ଜାନୁୟାରୀ ୧୬ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ୧୭ରୁ କୌଣସି ବସ୍‌ ଗଡ଼ିବନି ବୋଲି ରାଜ୍ୟ ସରକାରଙ୍କୁ ଘରୋଇ ବସ ମାଲିକ...

ଚୋରା ଶାଳ ଗଣ୍ଡି ସହ ଶଗଡ଼ ଜବତ, ୨ ଗିରଫ

ପରଜଙ୍ଗ,୧୮।୧୨(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନ ଅଧିନ ଜାତୀୟ ରାଜପଥଠାରୁ କୁଲେଇ ଯାଇଥିବା ରାସ୍ତାର କୁଲେଇ ଗ୍ରାମ ନିକଟ ଆମ୍ବ ତୋଟା...

Advertisement
Archives

Model This Week