ପଞ୍ଚଭୂତରେ ଲୀନ ହେଲେ ମହେଶ୍ୱର ମହାନ୍ତି

ପୁରୀ,୭।୧୧: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ପୁରୀର ପୂର୍ବତନ ବିଧାୟକ ମହେଶ୍ୱର ମହାନ୍ତିଙ୍କ ମଙ୍ଗଳବାର ଭୋରରେ ପରଲୋକ ଘଟିଛି। ପୁରୀ ସ୍ବର୍ଗଦ୍ବାରରେ ତାଙ୍କ ପାର୍ଥିବ ଶରୀରର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ପୁଅ ସୁନୀଲ ମହାନ୍ତି ମୁଖାଗ୍ନି ଦେଇଛନ୍ତି। ପରେ ମହେଶ୍ବରଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। ମହେଶ୍ବରଶ୍ବଙ୍କ ଶେଷ ଯାତ୍ରାରେ ଶହ ଶହ ଲୋକ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ: ସନ୍ତୋଷ ପଣ୍ଡା ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୨୮।୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଭବାନୀପାଟଣା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା, ସମ୍ପାଦକ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri