ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତିଙ୍କ ପରଲୋକ

କଟକ ଅଫିସ,୧୪।୫: ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କର ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ତେବେ ବୟସାଧିକ କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୧୯୮୩ ମସିହାରୁ ୧୯୯୪ ମସିହା ଯାଏ ଜଷ୍ଟିସ ମିଶ୍ର ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିଲେ। ତାଙ୍କ ବିୟୋଗରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri