ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତିଙ୍କ ପରଲୋକ

କଟକ ଅଫିସ,୧୪।୫: ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କର ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ତେବେ ବୟସାଧିକ କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୧୯୮୩ ମସିହାରୁ ୧୯୯୪ ମସିହା ଯାଏ ଜଷ୍ଟିସ ମିଶ୍ର ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିଲେ। ତାଙ୍କ ବିୟୋଗରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୀମାରାଶି ଲାଗି ତେଜିଲା ଚାଷୀ ଆନ୍ଦୋଳନ: ଅଟକାଇଲେ ଏମ୍‌ପିଙ୍କ ଗାଡ଼ି

ପାଟଣାଗଡ଼,୨୯।୧୦ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲାପାଟଣାଗଡ ବ୍ଲକ ଏକ ଚିର ମରୁଡି ପ୍ରପୀଡ଼ିତ ଅଞ୍ଚଳ। ୨୦୧୯-୨୦ ଖରିଫ ଋତୁରେ ମଧ୍ୟ ଏଠାରେ ମରୁଡି ପରିସ୍ଥିତି ସୃଷ୍ଟି ହୋଇଥିଲା।...

ବିଭିନ୍ନ ଯୋଜନାରେ ଦୁର୍ନୀତି ଅଭିଯୋଗ

ଖୋର୍ଦ୍ଧା ଅଫିସ,୧୬।୧୧: ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଛଣଗିିରି ପଞ୍ଚାୟତରେ ବିଭିନ୍ନ ଯୋଜନାରେ ଦୁର୍ନୀତି ଅଭିଯୋଗ ହୋଇଛି। ଏ ନେଇ ଜିଲାପାଳ, ପ୍ରକଳ୍ପ ନିର୍ଦ୍ଦେଶକ ଏବଂ...

୧୧ ଜିଲାକୁୁ ଗଲେ ପୋଲିଂ ପାର୍ଟି

ଭୁବନେଶ୍ୱର,୧୪।୨(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପ୍ରସ୍ତୁତି ଜୋରଦାର ହୋଇଛି। ସୋମବାର ୧୧ ଜିଲାକୁୁ ପୋଲିଂ ପାର୍ଟି ପଠାଯାଇଥିବା ବେଳେ ମଙ୍ଗଳବାର...

ଓଡିଶା ଉପରେ ଏବେ ସାରା ବିଶ୍ୱର ନଜର: ନବୀନ

ଭୁବନେଶ୍ୱର,୨୨।୬(ବ୍ୟୁରୋ)-ପୁରୀ ରଥଯାତ୍ରା ପାଇଁ ସୋମବାର ମାନ୍ୟବର ସୁପ୍ରିମକୋର୍ଟ ଅନୁମତି ଦେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ...

ମିନି ବସ ଦୁର୍ଘଟଣା: ବୃଦ୍ଧି ପାଇଲା ମୃତକଙ୍କ ସଂଖ୍ୟା

ରାଉରକେଲା ଅଫିସ,୨୭।୧୨: ୧୪୩ ନଂ. ଜାତୀୟ ରାଜପଥ ରାଉରକେଲା ବାଲୁଘାଟ ଡାକବଙ୍ଗଳା ନିକଟରେ ରବିବାର ହୋଇଥିବା ମିନି ବସ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି...

କରୋନା କଟକଣା: ଗଞ୍ଜାମରେ ନିରାଡ଼ମ୍ବର ହେବ ଦୋଳଯାତ୍ରା

ଗଞ୍ଜାମ,୨୦।୩(ଡି.ଏନ୍‌.ଏ.): ଗଞ୍ଜାମର ଐତିହାସିକ ଦୋଳଯାତ୍ରା ଏଥର ନିରାଡ଼ମ୍ବରରେ ପାଳନ ହେବ। କରୋନା କଟକଣା ପାଇଁ ଚଳିତ ବର୍ଷ ବାଜା ରୋଷଣୀ ନାଚଗୀତ ବିନା କେବଳ ରୀତିନୀତିରେ...

ଯାଜପୁରରେ ହେବ ନାଟ୍ୟମଣ୍ଡପ: ସଂସ୍କୃତି ମନ୍ତ୍ରୀ ବ୍ୟାସସରୋବର ଉନ୍ନତୀକୁ ସବୁଜ ସଙ୍କେତ

ଯାଜପୁର ଅଫିସ, ୫।୬-ଯାଜପୁରରେ ଏକ ନାଟ୍ୟ ମଣ୍ଡପ କରାଯିବ ବୋଲି ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଗୁରୁବାର ସର୍କିଟ୍‌ ହାଉସ୍‌ଠାରେ...

ବୈତରଣୀ ନଦୀ ପୋଲରୁ ବୋଲେରୋ ବୋଝେଇ ଶାଳ ଚୌକାଠ ଜବତ: ୨ ଗିରଫ

ପାଟଣା,୮।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ମୁଖ୍ୟାଳୟ ବୈତରଣୀ ନଦୀ ପୋଲ ନିକଟରୁ ଏକ ଶାଳ ଚୌକାଠ ବୋଝେଇ ବୋଲେରୋ ଗାଡିକୁ ସୋମବାର...

Advertisement
Archives

Model This Week