ଟିମ୍‌ ଇଣ୍ଡିଆକୁ ପ୍ରଶଂସା କଲେ ପାକିସ୍ତାନ ଅଧିନାୟକ

ନୂଆଦିଲ୍ଲୀ,୫।୮: ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିବା ପରେ ଭାରତୀୟ ପୁରୁଷ ହକି ଦଳକୁ ପ୍ରଶଂସାରେ ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ଫିଲ୍ମ ଷ୍ଟାର, କ୍ରିକେଟର୍ସଙ୍କ ପର୍ଯ୍ୟନ୍ତ ଶତମୁଖ ହୋଇଛନ୍ତି। ଏପରି କି ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ଦଳର ପୂର୍ବତନ ତଥା ମହାନ ଅଧିନାୟକ ଓ୍ବାସିମ ଅହମ୍ମଦ ଟିମ୍‌ ଇଣ୍ଡିଆକୁ ପ୍ରଶଂସା କରିଛନ୍ତି।

“ ବିଜୟ ଲାଗି ଟିମ୍‌ ଇଣ୍ଡିଆ ଓ ପୂରା ଦେଶକୁ ଶୁଭେଚ୍ଛା। ଅଲିମ୍ପିକ୍ସ ପୋଡିୟମକୁ ଫେରିବା ଭାରତୀୟ ଦଳ ପାଇଁ ବଡ଼ ସଫଳତା। ଏହା ସେମାନଙ୍କ କଠିନ ପରିଶ୍ରମ ଓ ଦୃଢ଼ ଇଚ୍ଛା ଶକ୍ତି ଯୋଗୁ ସମ୍ଭବ ହୋଇପାରିଛି। ୪୧ ବର୍ଷର ବ୍ୟବଧାନ ପରେ ପଦକ ଜିତିବା ଛୋଟିଆ କଥା ନୁହେଁ” ବୋଲି ଓ୍ବାସିମ କହିଛନ୍ତି। ଉଲ୍ଲେଖଯୋଗ୍ୟ, ଅନ୍ତର୍ଜାତୀୟ ସ୍ତରରେ ପାକିସ୍ତାନ ପାଇଁ ସର୍ବାଧିକ ମ୍ୟାଚ୍‌ ଖେଳିବାର ରେକର୍ଡ ରହିଛି ଓ୍ବାସିମ (୪୧୦)ଙ୍କ ନାମରେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ, ୧୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ…

ନୂଆଦିଲ୍ଲୀ,୧୮।୯: ପାସପୋର୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି ।ବିଦେଶ ମନ୍ତ୍ରଣାଳୟ (MEA) ପାସପୋର୍ଟ ନିୟମରେ କିଛି ପରିବର୍ତ୍ତନ ଘୋଷଣା କରିଛି । ‘ପାସପୋର୍ଟ (ସଂଶୋଧନ) ନିୟମ,…

କମିବ ଧାନ ଅମଳ, ବଢ଼ିପାରେ ଚାଉଳ ଦର! ଏବର୍ଷ ୬.୫% ଉତ୍ପାଦନ ହ୍ରାସ ଆଶଙ୍କା

ମୁମ୍ବାଇ,୧୮।୯(ରଏଟର୍ସ): ରାଇସ୍‌ ଏକ୍ସପୋର୍ଟର୍ସ ଆସୋସିଏଶନ (ଚାଉଳ ରପ୍ତାନିକାରୀ ସଂଘ)ର ସଭାପତି ବି.ଭି. କୃଷ୍ଣା ରାଓଙ୍କ ସୂଚନା ଅନୁଯାୟୀ, କମ୍‌ ବର୍ଷା ଯୋଗୁ ଅମଳ ହ୍ରାସ ପାଇବ। ଆକଳନ…

ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ, ଇରାନ କହିଲା ଆମେରିକୀୟ ପ୍ରରୋଚନାରେ…

ତେହରାନ,୧୮।୯: ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଇରାନ ଆକ୍ରମଣ କରିଛି। ଟୋଗୋର ତୈଳ ବୋଝେଇ ଜାହାଜ ଉପରେ ଏହି ଆକ୍ରମଣ କରିଛି ଇରାନ। ତେବେ ଜାହାଜଟି…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?