ଇମ୍ରାନଙ୍କୁ ୧୦ ବର୍ଷ ଜେଲ୍‌

ଇସଲାମାବାଦ୍‌,୩୦।୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏକ ବଡ଼ ଝଟ୍‌କା ଲାଗିଛି। ମଙ୍ଗଳବାର ତାଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ ହୋଇଛି। ସାଇଫର ମାମଲାରେ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ)ର ପ୍ରତିଷ୍ଠାତା ଇମ୍ରାନଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଇମ୍ରାନ ଖାନଙ୍କ ବ୍ୟତୀତ ଦେଶର ପୂର୍ବତନ ବୈଦେଶିକ ମନ୍ତ୍ରୀ ଶାହ ମେହମୁଦ କ୍ୟୁରେଶୀଙ୍କୁ ମଧ୍ୟ ଏହି ମାମଲାରେ ସମାନ ବର୍ଷ ଦଣ୍ଡିତ କରାଯାଇଛି। ଅଫିସିଆଲ ସିକ୍ରେଟ ଆକ୍ଟ ଅନୁଯାୟୀ ଗଠିତ ସ୍ବତନ୍ତ୍ର କୋର୍ଟ ଉଭୟ ନେତାଙ୍କ ବିରୋଧରେ ଏହି ନିଷ୍ପତ୍ତି ଦେଇଛନ୍ତି।
ଆସନ୍ତା ଫେବୃଆରୀ ୮, ୨୦୨୪ରେ ସେଠାରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନରେ ଅନେକ ଚ୍ୟାଲେଞ୍ଜ ମଧ୍ୟରେ ଇମ୍ରାନ ଖାନଙ୍କ ଦଳକୁ ଝଟ୍‌କା ଲାଗିଛି। କୌତୁହଳର ବିଷୟ ହେଉଛି ବର୍ତ୍ତମାନ ସମୟରେ ତାଙ୍କର ନିର୍ବାଚନ ପ୍ରତୀକ ମଧ୍ୟ ନାହିଁ।
ଇମ୍ରାନଙ୍କୁ ମେ ୯ରେ ଅନ୍ୟ ଏକ ମାମଲାରେ ଗିରଫ କରାଯାଇଥିଲା। ବର୍ତ୍ତମାନ ସେ ଜେଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ରାସ୍ତା ଉପରେ ପଡ଼ିଛି ବିରାଟ ପଥର, ଏଣେ ଡରାଇଲାଣି ବର୍ଷା

ଭଞ୍ଜନଗର,୩୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବାତ୍ୟା ପରବର୍ତ୍ତୀ ବନ୍ୟା ଯୋଗୁ ଶହଶହ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ବର୍ଷବର୍ଷର ପରିଶ୍ରମ ଓ ରୋଜଗାରରେ ଗଢ଼ିଥିବା ସମ୍ପତ୍ତି…

ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଭେଟିଲେ କେନ୍ଦୁଝର ଏମ୍‌ପି, ପ୍ରତିଶ୍ରୁତି ଦେଇ କହିଲେ…

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟ ଓ ଛେନାପଦୀ ବିଶ୍ୱ ତାରିଣୀ ମହିଳା ମହାବିଦ୍ୟାଳୟର ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଶନିବାର କେନ୍ଦୁଝର ଏମ୍‌ପି ଅନନ୍ତ…

ଭୂତ ଟିପ ମାରି ଭତ୍ତା ନେବା ଘଟଣାର ତଦନ୍ତ ଆରମ୍ଭ

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ପଞ୍ଚାୟତରେ ୩୦ରୁ ଊର୍ଦ୍ଧ୍ୱ ମୃତ ବ୍ୟକ୍ତିଙ୍କ ନାଁରେ (ଭୂତ ଟିପ ମାରି) ଭତ୍ତା ଉଠାଯାଇଥିବା ଅଭିଯୋଗ ଘଟଣାରେ…

ଇସ୍ରାଏଲ ନିର୍ବାଚନ: ନେତାନ୍ୟାହୁଙ୍କ ସିଂହାସନ ଅନିଶ୍ଚିତ, ଭାରତ ଉପରେ ପଡ଼ିବ କି ପ୍ରଭାବ ଜାଣନ୍ତୁ…

ଜେରୁଜେଲମ୍‌,୩୧ା୧୦: ଇସ୍ରାଏଲର ୧୨୦ ଆସନ ବିଶିଷ୍ଟ ସଂସଦ ‘କ୍ନେସେଟ’ ନିର୍ବାଚନରେ କୌଣସି ଦଳକୁ ସ୍ପଷ୍ଟ ସଂଖ୍ୟା ଗରିଷ୍ଠତା ମିଳିନାହିଁ। ସରକାର ଗଠନ ପାଇଁ ୬୧ଟି ଆସନ ଆବଶ୍ୟକ…

ନଭେମ୍ବର ପହିଲାରୁ ସାମୁଦ୍ରିକ ପ୍ରବେଶ କଟକଣା: ସୀମା ଅତିକ୍ରମ କଲେ ବନ୍ଧା ହେବେ ମତ୍ସ୍ୟଜୀବୀ

ମହାକାଳପଡ଼ା,୩୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ କୂଳଠାରୁ ୨୦ କିମି ପରିଧି କୋର୍‌ ଓ ବଫର ଜୋନ୍‌ ଅଞ୍ଚଳରେ ବର୍ଷ…

ସାମ୍ବାଦିକାଙ୍କୁ ବିବାହ କଲେ ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା

ଶ୍ରୀନଗର,୩୧ା୧୦: : ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଜଣାଶୁଣା ସାମ୍ବାଦିକା ନିଧି ରାଜଦାନଙ୍କୁ ବିବାହ କରିଛନ୍ତି। ଶନିବାର ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଏହି ଦମ୍ପତି ଏହି…

ବନ୍ୟାଞ୍ଚଳ ପରିଦର୍ଶନବେଳେ ଖଲ୍ଲିକୋଟ ବିଧାୟକଙ୍କୁ ଆକ୍ରମଣ କଲେ ଲୋକେ, ଭିଡିଓ ଭାଇରାଲ…

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭୟଙ୍କର ବନ୍ୟାରେ ଲୋକଙ୍କ ଘରଦ୍ୱାର ଭାଙ୍ଗି ଜୀବନଜୀବିକା ଉଜୁଡ଼ିଯାଇଛି। ହେଲେ ବନ୍ୟା ବିପନ୍ନ ଲୋକେ ପାଣିଘରରେ…

ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଗଞ୍ଜାମ ଜିଲାରେ ୧୦ ଅଧିକାରୀ ନିଯୁକ୍ତ

ଛତ୍ରପୁର,୩୧ା୧୦(ଦିଲ୍ଲୀପ ସାମଲ): ‘ଅର୍ଣ୍ଣବ’ ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ମୁକାବିଲା ଏବଂ ରିଲିଫ କାର୍ଯ୍ୟକୁ ସୁଦୃଢ଼ କରିବା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?