Posted inଖେଳ

ଉରୁଗୁଏ ଦଳରୁ କାଭାନି ଆଉଟ୍‌

ମଣ୍ଟେଭିଡିଓ (ଉରୁଗୁଏ), ୪ା୧୦ (ଏପି)-ଚିଲି ଓ ଇକ୍ୱେଡର ବିପକ୍ଷ ଦୁଇ ଓପନିଂ ରାଉଣ୍ଡ ମ୍ୟାଚ ପାଇଁ ଉରୁଗୁଏ ଦଳ ଘୋଷଣା କରାଯାଇଛି। ଦଳରେ ଅନୁପସ୍ଥିତ ରହିଥିବା ପ୍ରମୁଖ ଖେଳାଳିଙ୍କ ମଧ୍ୟରେ ରହିଛନ୍ତି ଷ୍ଟ୍ରାଇକର ଏଡିନ୍‌ସନ କାଭାନି। ପ୍ୟାରିସ ସେଣ୍ଟ ଜର୍ମେନଙ୍କ ସହ କାଭାନିଙ୍କ ଚୁକ୍ତି ଜୁନ୍‌ରେ ଶେଷ ହୋଇଥିଲା। ୩୩ ବର୍ଷୀୟ କାଭାନି ୩ ମାସ ହେଲା ବ୍ୟକ୍ତିଗତ ଭାବେ ଟ୍ରେନିଂ ନେଉଛନ୍ତି। ସେ ତାଙ୍କ ଭବିଷ୍ୟତକୁ ନେଇ ନିଷ୍ପତ୍ତି ନେଇ ସାରିଛନ୍ତି। ଉରୁଗୁଏ ଦଳରୁ ଆହୁରି ମଧ୍ୟ ଆଘାତପ୍ରାପ୍ତ ଗୋଲକିପର ଫର୍ନାଣ୍ଡୋ ମୁସ୍‌ଲେରା ଏବଂ କରୋନା ସଂକ୍ରମଣ ଯୋଗୁ ଡିଫେଣ୍ଡର ଜୋସ୍‌ ମାରିଆ ଜିମେଞ୍ଜ ବାଦ୍‌ ପଡ଼ିଛନ୍ତି। ଉରୁଗୁଏ ଅକ୍ଟୋବର ୮ରେ ମଣ୍ଟେଭିଡିଓଠାରେ ଚିଲି ଏବଂ ଏହାର ୫ ଦିନ ପରେ ଇକ୍ୱେଡର ସହ ମୁକାବିଲା କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲାଙ୍କାଶାୟାର ଦଳରୁ ଖେଳିବେ ଶ୍ରେୟାସ ଆୟାର

ମାଞ୍ଚେଷ୍ଟର, ୨୩ା୩ (ପି.ଟି.)- ରୟାଲ ଲଣ୍ଡନ କପ୍‌ ୨୦୨୧ ପାଇଁ ଭାରତୀୟ ବ୍ୟାଟ୍ସମ୍ୟାନ ଶେୟାସ ଆୟାର ଲାଙ୍କାଶାୟାର କ୍ରିକେଟ ଦଳରେ ଯୋଗ ଦେଇଛନ୍ତି। କାଉଣ୍ଟି କ୍ଲବ...

ଇତିହାସ ରଚିଲା ଭାରତ

ଜୟପୁର,୧୮।୧୧: ରୋହିତ ଶର୍ମା ଟି -୨୦ ଅଧିନାୟକ ଭାବରେ ପ୍ରଥମ ମ୍ୟାଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଚମତ୍କାର ବିଜୟ ହାସଲ କରିଥିଲେ। ବୁଧବାର ଜୟପୁରରେ ଖେଳାଯାଇଥିବା ଏହି...

ମିଡ୍‌ଲ ଅର୍ଡର ସମସ୍ୟା ପିଛା ଛାଡ଼ୁନି

ପାର୍ଲ,୧୯।୧: ଶିଖର ଧାଓ୍ବନ (୭୯) ଏବଂ ବିରାଟ କୋହଲି (୫୧)ଙ୍କ ଅର୍ଦ୍ଧଶତକୀୟ ପାଳି ସତ୍ତ୍ୱେ ଟିମ୍‌ ଇଣ୍ଡିଆକୁ ପରାଜୟର ମୁହଁ ଦେଖିବାକୁ ପଡ଼ିଛି। ପ୍ରଥମ ଦିନିକିଆରେ...

ଷ୍ଟାର୍କଙ୍କ ସ୍ବତନ୍ତ୍ର ରେକର୍ଡ

ଲଡର୍‌ସ,୩୦।୬- ମିଚେଲ ଷ୍ଟାର୍କଙ୍କ ଘାତକ ବୋଲିଂ ଯୋଗୁ ଅଷ୍ଟ୍ରେଲିଆ ଦଳ ଆଇକନିକ ଗ୍ରାଉଣ୍ଡରେ ଚିରପ୍ରତିଦ୍ୱନ୍ଦ୍ୱୀ ନ୍ୟୁଜିଲାଣ୍ଡକୁ ୮୬ ରନ୍‌ର ବୃହତ୍‌ ବ୍ୟବଧାନରେ ହରାଇ ଦେଇଛି। ମ୍ୟାଚ୍‌ରେ...

ବୃହତ୍‌ ବିଜୟ ସହ ଖୋଲିଲା ପଏଣ୍ଟ ଖାତା

ଆବୁଧାବି,୩।୧୧: ଲଗାତାର ଦୁଇ ପରାଜୟ ପରେ ଚଳିତ ଟି୨୦ ବିଶ୍ୱକପ୍‌ରେ ବିଜୟ ସ୍ବାଦ ଚାଖିଛି ଭାରତୀୟ ଦଳ। ବୁଧବାର ଖେଳାଯାଇଥିବା ସୁପର-୧୨ ପର୍ଯ୍ୟାୟର ମ୍ୟାଚ୍‌ରେ ବିରାଟ...

ଆଇସିସିର ବାଉଣ୍ଡାରୀ ନିୟମ ପରିବର୍ତ୍ତନକୁ ନିଶାମଙ୍କ ପରିହାସ

ନୂଆଦିଲ୍ଲୀ, ୧୬।୧୦ (ପି.ଟି.)- ବିବାଦୀୟ ବାଉଣ୍ଡାରୀ କାଉଣ୍ଟ ନିୟମ ପରିବର୍ତ୍ତନ କରିବା ପରେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଏବେ ସମାଲୋଚନାର ଶିକାର ହୋଇଛି। ନ୍ୟୁଜିଲାଣ୍ଡ...

ରଶ୍ମି, ଲଖି, ପ୍ରଶାନ୍ତ, ରୋଶନାରା ସମ୍ବର୍ଦ୍ଧିତ ହେବେ

ଭୁବନେଶ୍ୱର, ୨୪।୯(କ୍ରୀଡ଼ା ପ୍ରତିନିଧି)- ଜଗତଜ୍ଜନନୀ ମା’ ଦୁର୍ଗାଙ୍କର ଶାରଦୀୟ ଉତ୍ସବ ଅବସରରେ ଶହିନ ନଗର ଦୁର୍ଗାପୂଜା କମିଟି ପକ୍ଷରୁ ୪ କ୍ରୀଡ଼ାବିତ୍‌ଙ୍କୁ ସମ୍ବର୍ଦ୍ଧିତ କରାଯିବ। ୨୦୦୭ରୁ...

ଇଣ୍ଡିଆନ ସୁପର ଲିଗ୍‌: ଚେନ୍ନାଇନ୍‌-ଏଟିକେ ମ୍ୟାଚ ଡ୍ର

ବାମ୍ବୋଲିମ୍‌, ୩୦।୧୨-ଇଣ୍ଡିଆନ ସୁପରଲିଗ୍‌ରେ ମଙ୍ଗଳବାର ଚେନ୍ନାଇନ୍‌ ଏଫ୍‌ସି-ଏଟିକେ ମୋହନବାଗାନ ମ୍ୟାଚ ଡ୍ର ରହିଛି। ଉଭୟ ଦଳ ଏକାଧିକ ସୁଯୋଗ ପାଇଥିଲେ ହେଁ ତାହାକୁ ଗୋଲରେ ପରିଣତ...

Advertisement
Archives

Model This Week