Posted inଖେଳ

ପ୍ରାକ୍ତନ ଖେଳାଳିଙ୍କ ଭବିଷ୍ୟବାଣୀ : ଏହି ଦଳ ପୁଣି ଥରେ ଚାମ୍ପିୟନ ହେବ

ଚେନ୍ନାଇ, ୭ା୪ : ବିଶ୍ୱର ସବୁଠୁ ବିତ୍ତଶାଳୀ କ୍ରିକେଟ ଲିଗ୍‌ ଆଇପିଏଲର ୧୪ତମ ସଂସ୍କରଣ ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଯାଉଛି। ଏଥି ପୂର୍ବରୁ ଆରମ୍ଭ ହୋଇଯାଇଛି କେଉଁ ଦଳ ଚାମ୍ପିୟନ ହେବ, ତା’ର କଳ୍ପନାଜଳ୍ପନା। ଏଥିରେ ସାମିଲ ହୋଇଛନ୍ତି ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକେଲ ଭନ।

ତାଙ୍କ ମତରେ ମୁମ୍ବାଇ ଇଣ୍ଡିଆନ୍ସ ପୁଣି ଥରେ ଆଇପିଏଲ ଟ୍ରଫି ହାତେଇବ। ତେବେ ଆଇପିଏଲ ଆରମ୍ଭ ହେବା ପୂର୍ବରୁ ଏହା କହିବା ଠିକ୍‌ ହେବ ନାହିଁ। ଯଦି ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଦଳ ଭଲ ପ୍ରଦର୍ଶନ କରିବାରେ ବିଫଳ ହୁଏ, ତେବେ ସନରାଇଜର୍ସ ହାଇଦ୍ରାବାଦ୍‌ ସମ୍ଭବତଃ ଆଇପିଏଲ ଜିତିବ ବୋଲି ଭନ ଟୁଇଟ୍‌ କରିଛନ୍ତି। ଗତ ମାସରେ ଏହି କ୍ରିକେଟର କହିଥିଲେ, ଟିମ୍‌ ଇଣ୍ଡିଆ ଅପେକ୍ଷା ମୁମ୍ବାଇ ଇଣ୍ଡିଆନ୍ସ ବେଶ୍‌ ଶକ୍ତିଶାଳୀ ଦଳ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri