Posted inଜାତୀୟ

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ AIIMS ରେ ଭର୍ତ୍ତି

ନୂଆଦିଲ୍ଲୀ,୨୬ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ମେଡିକାଲ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ୯୨ ବର୍ଷୀୟ ମନମୋହନଙ୍କୁ ଏମର୍ଜେନ୍ସି ବିଭାଗକୁ ଅଣାଯାଇଛି। ତେବେ କେଉଁ କାରଣରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି, ତାହାର କାରଣ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା ଅନ୍ତର୍ଜାତୀୟ ବିମାନ ବନ୍ଦର! ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ,୪।୯: ଶୁକ୍ରବାର, ସେପ୍ଟେମ୍ବର ୪ ଅପରାହ୍ନରେ ଆରମ୍ଭ ହୋଇଥିବା ବର୍ଷା ପରେ ଜାତୀୟ ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ବାହାରେ ପାଣି ଜମି ରହିବା…

ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କହିଲେ ମିଥୁନ ଚକ୍ରବର୍ତ୍ତୀ, ସଭିଏଁ ଆଶ୍ଚର୍ଯ୍ୟ

କୋଲକାତା,୪।୯: ବରିଷ୍ଠ ଅଭିନେତା, ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ଏବଂ ପୂର୍ବତନ ଭାଜପା ରାଜ୍ୟ ସଭା ସାଂସଦ ମିଥୁନ ଚକ୍ରବର୍ତ୍ତୀ ଶୁକ୍ରବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ…

ପୁଣି ପେନଶନ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌, ପେନଶନଧାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍ଲୀ,୪।୯: ୮ମ ବେତନ ଆୟୋଗ (8th Pay Commission) ଗଠନ ହେବାର ୧୦ ମାସ ପୂରଣ ହୋଇସାରିଛି। ଜଷ୍ଟିସ ରଞ୍ଜନା ପ୍ରକାଶ ଦେଶାଇଙ୍କ ଅଧ୍ୟକ୍ଷତାରେ ଗଠିତ ଏହି…

ଜନ୍ତରମନ୍ତର ପରି ପୁଣି ହେବାକୁ ଯାଉଛି ବଡ଼ ଆନ୍ଦୋଳନ? ସାଂଘାତିକ ଭବିଷ୍ୟବାଣୀ କଲେ…

ନୂଆଦିଲ୍‌ଲୀ,୪।୯: ସେପ୍ଟେମ୍ୱର ୨୦୨୬ରେ ସରକାରଙ୍କୁ ପୁଣି ଥରେ ରାଜରାସ୍ତାରୁ ଉଠୁଥିବା ଏକ ବଡ଼ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିପାରେ। ଭାରତର କୁଣ୍ଡଳୀ ଅନୁଯାୟୀ, ୧୮ରୁ ୨୪ ସେପ୍ଟେମ୍ୱର…

ଗାଡ଼ି ଚାଳକ ସାବଧାନ: ଏହି ଭୁଲ କଲେ ତୁରନ୍ତ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ! ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୯: ଭାରତରେ ଖୁବଶୀଘ୍ର ଡ୍ରାଇଭିଂ ଲାଇସେନ୍ସ (DL) ଏବଂ ଭେହିକଲ ରେଜିଷ୍ଟ୍ରେଶନ ସାର୍ଟିଫିକେଟ (RC)କୁ ନେଇ ନିୟମ ବଦଳିପାରେ। ଡ୍ରାଇଭିଂ ଲାଇସେନ୍ସ ଓ RC ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri