୩ ମାସ ପରେ ବ୍ରାଜିଲ ଫେରିଲେ ପୂର୍ବତନ ରାଷ୍ଟ୍ରପତି

ବ୍ରାସିଲିଆ, ୩୦।୩: ପୂର୍ବତନ ରାଷ୍ଟ୍ରପତି ଜୈର ବଲସୋନାରୋ ଗୁରୁବାର ବ୍ରାଜିଲ ଫେରିଛନ୍ତି। ୩ ମାସ ଫ୍ଲୋରିଡାରେ ରହି ଫେରିବା ପରେ ବର୍ତ୍ତମାନ ବ୍ରାଜିଲ୍‌ର ରାଜନୈତିକ ମହୋଲ ସରଗରମ ହେବାରେ ଲାଗିଛି।

ରାଷ୍ଟ୍ରପତି ନିର୍ବାଚନ ହାରିବା ପରେ ବଲସୋନାରୋ ଆମେରିକା ଚାଲିଯାଇଥିଲେ। ଗତ ଅକ୍ଟୋବରରେ ଲୁଇଜ ଇନାସିଓ ଲୁଲା ଦା ସିଲଭା ନୂଆ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ। ବଲସୋନାରୋଙ୍କ ପରାଜୟକୁ ସମର୍ଥକମାନେ ସହଜରେ ଗ୍ରହଣ କରିପାର ନାହାନ୍ତି। ଜାନୁୟାରୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri