Posted inଜାତୀୟ

ସୁଧୁରୁନି ପୂର୍ବତନ ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୧୪।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସୁନାହିଁ। ଦିଲ୍ଲୀ ସ୍ଥିତ ଆର୍ମି ରିସର୍ଚ୍ଚ ଆଣ୍ଡ ରେଫରାଲ ହସ୍ପିଟାଲ ପକ୍ଷରୁ ଶୁକ୍ରବାର ହେଲଥ୍‌ ବୁଲେଟିନ୍‌ ଜାରି କରାଯାଇଛି। ଏହି ହେଲଥ୍‌ ବୁଲେଟିନ୍‌ ଅନୁସାରେ ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ପରିବର୍ତ୍ତନ ଦେଖାଯାଉନାହିଁ। ସେ ଏବେ ବି ଭେଣ୍ଟିଲେଟର ସପୋର୍ଟ ସିଷ୍ଟମରେ ଥିବା ବେଳେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି ବୋଲି ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି। ଅନ୍ୟପଟେ ପ୍ରଣବଙ୍କ ପୁଅ ଅଭିଷେକ ମୁଖାର୍ଜୀ କହିଛନ୍ତି, ଡାକ୍ତର ଦେଇଥିବା ୯୬ଘଣ୍ଟିଆ ମନିଟରିଂ ଅବଧି ଆଜି ଶେଷ ହେଉଛି। ତାଙ୍କ ଉପରେ ଚିକିତ୍ସାର ପ୍ରଭାବ ପଡ଼ୁଛି। କିନ୍ତୁ ଏବେ ବି ସ୍ବାସ୍ଥ୍ୟବସ୍ଥା ସଂକଟାପନ୍ନ ରହିଛି। ଦୟାକରି ତାଙ୍କ ପାଇଁ ପ୍ରାର୍ଥନା କରନ୍ତୁ ବୋଲି ଅଭିଷେକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା କିଣିବାକୁ ନେଇ ଆସିଲା ନୂଆ ନିୟମ, ୧ ଏପ୍ରିଲରୁ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୨୭।୨: ସୁନା କେବଳ ଏକ ଧାତୁ ନୁହେଁ, ଏହା ଭାରତୀୟଙ୍କ ପାଇଁ ଏକ ଭାବପ୍ରବଣ। ଆମ ମଧ୍ୟରୁ ଅଧିକାଂଶ ଏହାକୁ ଆମର ପୋର୍ଟଫୋଲିଓର ସବୁଠାରୁ ସୁରକ୍ଷିତ ଅଂଶ…

ମଙ୍ଗଳବାର ଚନ୍ଦ୍ରଗ୍ରହଣ: ଏହି ରାଶି ଉପରେ ପଡିବ ବଡ଼ ପ୍ରଭାବ, ଗ୍ରହଣ ସମୟରେ କ’ଣ କରିବେ ଜାଣନ୍ତୁ…

ଆସନ୍ତା ମାର୍ଚ୍ଚ ୩ ତାରିଖ ୨୦୨୬ ଫାଲଗୁନ ପୂର୍ଣ୍ଣିମା (ଦୋଳ ପୂର୍ଣ୍ଣିମା)ମଙ୍ଗଳବାର ଦିନ କେତୁ ଗ୍ରାସ ଚନ୍ଦ୍ରଗ୍ରହଣ, ଗ୍ରହଣ ସ୍ପର୍ଶ ପୂର୍ବାହ୍ନ ୩.୨୦ ଘଟିକା ରହିଛି ।…

ଦୀପିକାଙ୍କ ହାତରୁ ଗଲା ବଡ଼ ପ୍ରୋଜେକ୍ଟ

ଅଭିନେତ୍ରୀ ଦୀପିକା ପାଦୁକୋଣ ମା’ ହେବାପରେ ସମ୍ପୂର୍ଣ୍ଣ ବଦଳିଯାଇଛନ୍ତି। ସେ ଏବେ ଝିଅ ଦୁଆ ସହ ସମୟ ବିତାଉଛନ୍ତି। ମା’ ହେବା ପରଠାରୁ ସେ କୌଣସି ଫିଲ୍ମରେ…

ବିୟୁଟିପାର୍ଲରରେ ଲାଗିଲା ଭୟଙ୍କର ନିଆଁ, ଧୂଆଁ ଦେଖି…

ବୌଦ୍ଧ,୨୭ା୨(ଅଜିତ କୁମାର ବାରିକ): ବୌଦ୍ଧ ସହରର ଖାଲିଆ ବଗିଚାଠାରେ ଏକ ବିୟୁଟିପାର୍ଲରରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଖାଲିଆ…

୬୦ ପ୍ରତିଶତ ପାର ହେବ କେନ୍ଦ୍ର କର୍ମଚାରୀଙ୍କ DA! ଆସନ୍ତା ମାସରେ ହୋଇପାରେ ବଡ଼ ଘେଷଣା, ମିଳିବ ଏତିକି ମାସର ଏରିୟର

ନୂଆଦିଲ୍ଲୀ,୨୭।୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା (DA) ସମ୍ପର୍କରେ କିଛି ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି। ଡିସେମ୍ବର ୨୦୨୫ ପାଇଁ CPI-IW (ଉଦ୍ୟୋଗିକ…

ରଶ୍ମିକା-ବିଜୟ ଦେବରକୋଣ୍ଡାଙ୍କ ମୋଟ ସମ୍ପତ୍ତି କେତେ? ଫିଲ୍ମ ବ୍ୟତୀତ ଏଠାରୁ କମାନ୍ତି ମୋଟାଅଙ୍କର ଟଙ୍କା…

ମୁମ୍ୱାଇ: ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ଫେବୃଆରୀ 26 ତାରିଖରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଏହାକୁ ବର୍ଷର ସବୁଠାରୁ ଚର୍ଚ୍ଚିତ ସେଲିବ୍ରିଟି ବିବାହ ମଧ୍ୟରୁ…

RBI ଛୁଟି ତାଲିକା, କାଲିଠୁ ଲଗାତାର୍ ପାଞ୍ଚଦିନ ବ୍ୟାଙ୍କ ବନ୍ଦ!

ନୂଆଦିଲ୍ଲୀ,୨୭।୨: ଯଦିି କୌଣସି ବ୍ୟାଙ୍କ କାମ ଥାଏ, ତାହେଲେ ଶୀଘ୍ର ଶେଷ କରିବା ଜରୁରୀ । ଶନିବାର ଠାରୁ ଲଗାତାର ପାଞ୍ଚଦିନ ବନ୍ଦ ରହିବ ବ୍ୟାଙ୍କ ।…

1 March new Rule: ପହିଲାରୁ ବଦଳିଯିବ ଏହି ୫ ନିୟମ, ସିଧାସଳଖ ଆପଣଙ୍କ ପକେଟ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୨୭।୨: ପ୍ରତି ମାସର ପ୍ରଥମ ଦିନ କିଛି ନୂଆ ଜିନିଷ ଆଣିଥାଏ, କିନ୍ତୁ ୧ ମାର୍ଚ୍ଚ, ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହେବ। ଏଥର, ପରିବର୍ତ୍ତନଗୁଡ଼ିକ କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri