ନା ଏସି, ନା ଭିଭିଆଇପି ଟ୍ରିଟମେଣ୍ଟ; ୮୦୪ କଏଦୀ ଥିବା ଜେଲରେ ରହୁଛନ୍ତି ଇମ୍ରାନ, ବ୍ରିଟିଶ ଶାସକ ସମୟର ଅଟୋକ ଜେଲ

ଇସଲାମାବାଦ,୬।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ଅଟୋକ ଜେଲରେ ବନ୍ଦୀ କରି ଦିଆଯାଇଛି। ପଞ୍ଜାବ ଅଞ୍ଚଳର ସୀମାରେ ଥିବା ଅଟୋକ ଜେଲ ଏକ ଐତିହାସିକ ଜେଲ, ଯେଉଁଠାରେ ପାକିସ୍ତାନ ମୁସଲିମ ଲିଗ-ନଓ୍ବାଜ(ପିଏମଏଲ-ଏନ) ସୁପ୍ରିମୋ ନଓ୍ବାଜ ଶରିଫ, ପାକିସ୍ତାନ ପିପୁଲ୍‌ସ ପାର୍ଟି(ପିପିପି)ର ସହ ଅଧ୍ୟକ୍ଷ ଆସିଫ ଜରଦାରି ଓ ଏବେକାର ପ୍ରଧାନମନ୍ତ୍ରୀ ଶହବାଜ ଶରିଫଙ୍କ ସମେତ ଅନେକ ନେତାଙ୍କୁ ରଖାଯାଇ ସାରିଛି।

ସୂଚନାଯୋଗ୍ୟ, ତୋସାଖାନା ମାମଲାରେ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାଁଙ୍କୁ ତିନି ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି ଏବଂ ୧ ଲକ୍ଷ ଟଙ୍କା ଜରିମାନା କରାଯାଇଛି। ଏହା ବ୍ୟତୀତ ସେ ୫ ବର୍ଷ ପର୍ଯ୍ୟନ୍ତ କୌଣସି ନିର୍ବାଚନରେ ଭାଗ ନେଇ ପାରିବେ ନାହିଁ। ୭୦ ବର୍ଷୀୟ ଇମ୍ରାନଙ୍କୁ ଅଗଷ୍ଟ ୫ରେ ଲାହୋରର ଜମାନ ପାର୍କ ଘରୁ ଗିରଫ ହୋଇ ପଞ୍ଜାବ ପ୍ରଦେଶର ସୀମାନ୍ତ ଜିଲା ଆଟାକର ଏକ ଜେଲକୁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri