ଅସୁସ୍ଥ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆ? ହସ୍ପିଟାଲରେ ଭର୍ତ୍ତି

ଢାକା,୧୨।୯: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କୁ ଗୁରୁବାର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ୭୯ ବର୍ଷିୟ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (ବିଏନପି) ଅଧ୍ୟକ୍ଷ ଗୁଲଶାନସ୍ଥିତ ବାସଭବନରୁ ସକାଳ ପ୍ରାୟ ୧ଟା ୪୦ରେ ଏଭରକେୟାର ହସ୍ପିଟାଲରେ ପହଞ୍ଚିଥିଲେ। ବିଏନପି ମିଡିଆ ସେଲ ସଦସ୍ୟ ସାୟରୁଲ କବୀର ଖାନ ଏହି ସୂଚନା ଦେଇଛନ୍ତି। ତାଙ୍କର ଚିକିତ୍ସକ ପ୍ରଫେସର ଏଜିଏମ ଜାହିଦ ହୁସେନ କହିଛନ୍ତି ଯେ ମେଡିକାଲ ବୋର୍ଡ ତାଙ୍କୁ କିଛି ପରୀକ୍ଷା ଦେବାକୁ କହିଛି। ଡାକ୍ତରଖାନାରେ ଭର୍ତ୍ତି ହେବା ପରେ ତାଙ୍କୁ ଏକ ଘରୋଇ କ୍ୟାବିନରେ ରଖାଯାଇଛି।

ଟେଷ୍ଟ ରିପୋର୍ଟ ସମୀକ୍ଷା କରିବା ପରେ ତାଙ୍କର ଚିକିତ୍ସା ତାରିଖ ସ୍ଥିର କରାଯିବ ବୋଲି ଡାକ୍ତର କହିଛନ୍ତି। ଅଗଷ୍ଟ ୨୧ ରେ, ଖାଲିଦା ଜିଆ ୪୬ ଦିନର ଚିକିତ୍ସା ପରେ ଘରକୁ ଫେରିଥିଲେ। ସୂଚନାଯୋଗ୍ୟ, ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଗତ ପାଞ୍ଚ ବର୍ଷ ଧରି ନଜରବନ୍ଦୀ ଥିଲେ। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନଙ୍କ ନିର୍ଦ୍ଦେଶ ପରେ ତାଙ୍କୁ ଚଳିତ ବର୍ଷ ଅଗଷ୍ଟ ୬ରେ ମୁକ୍ତ କରାଯାଇଥିଲା। ଅଗଷ୍ଟ ୫ରେ ଶେଖ ହସିନାଙ୍କ ନେତୃତ୍ୱାଧୀନ ଆୱାମୀ ଲିଗ ପତନ ପରେ ଜିଆ ତାଙ୍କ ବିରୋଧରେ ହୋଇଥିବା ସମସ୍ତ ଦୋଷରୁ ନିର୍ଦ୍ଦୋଷରେ ଖଲାସ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍କିପକ୍ସ ଟେଷ୍ଟିଂ କିଟ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୪ା୧୦: ମଙ୍କିପକ୍ସ ରୋଗ ଚିହ୍ନଟ ପାଇଁ ପ୍ରଥମ ଟେଷ୍ଟିଂ କିଟ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମଞ୍ଜୁରୀ ପ୍ରଦାନ କରିଛି। ମଙ୍କିପକ୍ସ ଭୂତାଣୁରୁ ସୃଷ୍ଟି ହେଉଥିବା...

ପାକିସ୍ତାନ ଯିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର, ହେବ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ, ୪।୧୦: ସଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗେ ଦେବା ଲାଗି ପାକିସ୍ତାନ ଗସ୍ତ କରିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ବୈଦେଶିକ ମନ୍ତ୍ରଣାଳୟ...

୫ ବର୍ଷରେ ପ୍ରଥମ ସାମ୍ନାକୁ ଆସିଲେ ଇରାନ ଇରାନ ସୁପ୍ରିମ୍ ଲିଡର ଖମେନେଇ; ଇସ୍ରାଏଲକୁ ଦେଲେ ଚେତାବନୀ

ନୂଆଦିଲ୍ଲୀ, ୪।୧୦: ଶୁକ୍ରବାର ତେହେରାନର ଗ୍ରାଣ୍ଡ ମସଜିଦରେ ହଜାର ହଜାର ଲୋକ ଏକତ୍ରିତ ହୋଇ ହିଜବୁଲ ମୁଖ୍ୟ ହାସନ ନାସରାଲ୍ଲାଙ୍କ ସ୍ମୃତିରେ ପ୍ରାର୍ଥନା କରିଛନ୍ତି। ପ୍ରାର୍ଥନା...

ବେରୁଟ୍‌ରେ ବସିଥିବା ହେଜବୋଲ୍ଲା କମାଣ୍ଡରଙ୍କ ଉପରେ ଏୟାର ଷ୍ଟ୍ରାଇକ୍‌

ବେରୁଟ୍‌,୪।୧୦: ଇସ୍ରାଏଲର ଯୁଦ୍ଧ ବିମାନ ବେରୁଟ୍‌ର ଦହିଆ ଅଞ୍ଚଳରେ ଏକ ଭୂତଳ ବଙ୍କର ଉପରେ ଆକ୍ରମଣ କରିଛି। କୁହାଯାଉଛି ଯେ ହେଜବୋଲ୍ଲାର ବରିଷ୍ଠ ନେତାମାନେ ଏଠାରେ...

ହମାସ୍‌ ସରକାରୀ ମୁଖ୍ୟ, ୨ ଶୀର୍ଷ ନେତା ନିହତ

ଜେରୁଜେଲମ୍‌,୪ା୧୦: ଇସ୍ରାଏଲ୍‌ ଏୟାରଷ୍ଟ୍ରାଇକ୍‌ରେ ହମାସ୍‌ ସରକାର ମୁଖ୍ୟ ରାଓ୍ବହି ମୁଶ୍‌ତାହା ନିହତ ହୋଇଛନ୍ତି। ୩ ମାସ ପୂର୍ବେ ଗାଜାର ଏକ ଭୂତଳ ପରିସରକୁ ଟାର୍ଗେଟ କରି...

ବ୍ୟାନ୍‌ ହୋଇଯିବ OnePlus, iQOO, POCO, ଚାଇନା କମ୍ପାନୀକୁ ନେଇ…

ନୂଆଦିଲ୍ଲୀ,୪।୧୦: ଭାରତରେ ଚାଇନା କମ୍ପାନୀ ସ୍ମାର୍ଟଫୋନର ଚାହିଦା ବହୁତ ଅଧିକ। ବର୍ତ୍ତମାନ, ଦେଶରେ OnePlus, iQOO, POCO ଭଳି ବ୍ରାଣ୍ଡଗୁଡ଼ିକ ଟ୍ରେଣ୍ଡରେ ଅଛି। ଫ୍ଲିପକାର୍ଟର ଫେଷ୍ଟିଭାଲ...

ଅର୍ଥନୀତିକୁ ଯୁଦ୍ଧ ଭୟ

ମୁମ୍ବାଇ/ନ୍ୟୁୟର୍କ,୪ା୧୦: ପାର୍ବଣ ଋତୁରେ ସାଧାରଣତଃ ଭାରତୀୟ ଶେୟାର ବଜାର ଫୁଲିଉଠିଥାଏ। କିନ୍ତୁ ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି। ଅକ୍ଟୋବର ଆରମ୍ଭରୁ ଷ୍ଟକ୍‌ ମାର୍କେଟ...

ଇରାନରେ ବିଷାକ୍ତ ମଦ ପିଇ ୨୬ରୁ ଅଧିକ ମୃତ

ତେହେରାନ, ୩।୧୦: ଇରାନରେ ମିଥାନୋଲ ମିଶ୍ରିତ ବିଷାକ୍ତ ମଦ ପିଇ ଅତି କମ୍‌ରେ ୨୬ ଜଣଙ୍କର ମୃତ୍ୟୁ ଘଟିଥିବାନେଇ ଗୁରୁବାର ଦେଶର ସରକାରୀ ମିଡିଆ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri