ପୂର୍ବତନ ପ୍ରଧାନମନ୍ତ୍ରୀ ନଜୀବଙ୍କୁ ୧୨ ବର୍ଷ ଜେଲ ଦଣ୍ଡାଦେଶ…

କୁଆଲାମ୍ପୁର, ୨୩।୮ : ମାଲେସିଆର ପୂର୍ବତନ ପ୍ରଧାନମନ୍ତ୍ରୀ ନଜୀବ ରଜାକଙ୍କୁ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ବଡ଼ ଝଟ୍‌କା ଦେଇଛନ୍ତି। ରାଜ୍ୟ ପାଣ୍ଠିରୁ ଲୁଟ ସମ୍ପର୍କିତ ମାମଲାରେ କୋର୍ଟ ରଜାକଙ୍କୁ ୧୨ ବର୍ଷର ଜେଲ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛନ୍ତି। ନ୍ୟୁଜ ଏଜେନ୍ସି ଏପି ଏହି ସୂଚନା ଦେଇଛି।

ନଜୀବଙ୍କ ଶେଷ ଆବେଦନ କୋର୍ଟରେ ଖାରଜ ହୋଇଛି। କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସେ ତୁରନ୍ତ ଜେଳ ଦଣ୍ଡ ଭୋଗିବା ଆରମ୍ଭ କରିବେ। ଏହା ସହ ସେ ଦେଶର ପ୍ରଥମ ପୂର୍ବତନ ପ୍ରଧାନମନ୍ତ୍ରୀ ଯିଏ କି ଜେଲ ଯିବେ। ଫେଡେରାଲ କୋର୍ଟର ଏକ ପାଞ୍ଚ ଜଣିଆ ଖଣ୍ଡପୀଠ କହିଛନ୍ତି କୋର୍ଟର ବିଚାରପତି ସଠିକ ରାୟ ଦେଇଛନ୍ତି ଏବଂ ନଜୀବଙ୍କ ଆବେଦନରେ କୌଣସି ଉପଯୁକ୍ତ ସ୍ଥିତି ନାହିଁ। ନଜୀବଙ୍କ ଦୋଷ ଏବଂ ଦଣ୍ଡକୁ କୋର୍ଟ ନିଶ୍ଚିତ କରିଛନ୍ତି।

୨୦୦୯ରେ କ୍ଷମତାକୁ ଆସିବା ପରେ ନଜୀବଙ୍କ ଦ୍ୱାରା ୧-ଏମଡିବି(ମାଲେସିଆ ଡେଭଲପମେଣ୍ଟ ବେରହାଡ୍‌)ର ବିକାଶ ପାଣ୍ଠି ଗଠନ କରାଯାଇଥିଲା। ଯାଞ୍ଚ ବେଳେ ଏହା ଜଣାପଡିଥିଲା ଯେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନଜୀବ ଏବଂ ତାଙ୍କ ସହଯୋଗୀମାନେ ଗଠନ କରିଥିବା ପାଣ୍ଠିରୁ ଅତି କମରେ ୪୫୦ କୋଟି ଡଲାର ଚୋରି ହୋଇଥିଲା। ଏହି ଦୁର୍ନୀତିର ତଦନ୍ତ ଆମେରିକା ଏବଂ ଅନ୍ୟାନ୍ୟ ଦେଶରେ ଆରମ୍ଭ କରା ଯାଇଥିଲା । ଏହି ଦୁର୍ନୀତି ଯୋଗୁ ୨୦୧୮ ନିର୍ବାଚନରେ ନଜୀବ ସରକାରଙ୍କ ପତନ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri