ପରଲୋକରେ କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ

ଓଟାଓ୍ବା,୧।୩: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ବ୍ରାଏନ ମଲରୋନିଙ୍କ ୮୪ ବର୍ଷ ବୟସରେ ଦେହାନ୍ତ ହୋଇଛି। ମୃତ୍ୟୁ ସମ୍ପର୍କରେ ତାଙ୍କ ପରିବାର ସୂଚନା ଦେଇଛନ୍ତି।
କ୍ୟୁର ବାଇ କୋମୋରେ ଏକ ଶ୍ରମିକ ଶ୍ରେଣୀର ପରିବାରରେ ଜନ୍ମଗ୍ରହଣ କରିଥିବା ମଲରୋନିଙ୍କ ପ୍ରାରମ୍ଭିକ ବୃତ୍ତି ରାଜନୀତି ବିଜ୍ଞାନ ଅଧ୍ୟୟନ କରୁଥିବା ବିଶ୍ୱବିଦ୍ୟାଳୟର ଛାତ୍ର ଭାବରେ ପ୍ରଧାନମନ୍ତ୍ରୀ ଜନ ଡିଫେନ୍ବେକରଙ୍କ ପରାମର୍ଶଦାତା ଭାବରେ ଆରମ୍ଭ ହୋଇଥିଲା।
ସେ ବର୍ଷ ବର୍ଷ ଧରି ରାଜନୀତିରେ ପରଦା ପଛରେ କାମ କରିଥିଲେ। ୧୯୭୬ରେ ପରବର୍ତ୍ତୀ ଫେଡେରାଲ ପ୍ରଗତିଶୀଳ କଞ୍ଜରଭେଟିଭ୍‌ ନେତା ହେବା ପୂର୍ବରୁ ଏକ ଆଇନ ଡିଗ୍ରୀ ହାସଲ କରିଥିଲେ। ପରେ କଞ୍ଜରଭେଟିଭରୁ ଛିଡା ହୋଇଥିଲେ। ତେବେ ସେ ଜୋଏ କ୍ଲର୍କଙ୍କଠାରୁ ପରାଜୟର ସମ୍ମୁଖୀନ ହୋଇଥିଲେ। ପରାଜୟ ପରେ ମଧ୍ୟ ସେ ନିରାଶ ହୋଇ ନ ଥିଲେ।
୧୯୮୩ ରେ ସେ ଶେଷରେ କଞ୍ଜରଭେଟିଭ ପାର୍ଟିର ନେତୃତ୍ୱ ଜିତି କ୍ଷମତା ଗ୍ରହଣ କଲେ। ମଲରୋନି କାନାଡାର ୧୮ତମ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶର ପ୍ରଥମ Shadow କ୍ୟାବିନେଟ! ବିରୋଧୀଙ୍କ ‘ୱାଚଡଗ’ ଯୋଜନା ସ୍ବଚ୍ଛତା ଆଣିବ ନା ନୂଆ ବିବାଦ ସୃଷ୍ଟି କରିବ? ଜାଣନ୍ତୁ…

ଢାକା,୧୭।୨: ଗତ କିଛି ଦିନ ଧରି, ବାଂଲାଦେଶୀ ରାଜନୀତିରେ ଏକ ନୂତନ କାର୍ଯ୍ୟକାଳ ଆରମ୍ଭ ହୋଇଛି, Shadow କ୍ୟାବିନେଟ। ଫେବୃଆରୀ ୧୨, ୨୦୨୬ରେ ଅନୁଷ୍ଠିତ ୧୩ତମ ସଂସଦୀୟ…

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

କଟକଣା ହଟିଲେ ସାଲିସ ପାଇଁ ଇରାନ୍‌ ରାଜି

ତେହରାନ୍‌,୧୬ା୨:ଇରାନ ନିଜର ଆଣବିକ କାର୍ଯ୍ୟକ୍ରମକୁ ନେଇ ଆମେରିକା ସହ ସାଲିସ କରିବାକୁ ପ୍ରସ୍ତୁତ ରହିଛି। କିନ୍ତୁ ଏଥିପାଇଁ ନିର୍ଦ୍ଦିଷ୍ଟ ସର୍ତ୍ତ ରଖିଛି। ଯଦି ଆମେରିକା କଟକଣା ହଟାଇବ…

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri