Posted inଖେଳ

କୋହଲି-ରୋହିତଙ୍କୁ ଅପମାନିତ କଲେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩ା୯: ଏସିଆ କପ୍‌ରେ ଭାରତ ବନାମ ପାକିସ୍ତାନ ମ୍ୟାଚ ବର୍ଷା ଯୋଗୁ ରଦ୍ଦ ହୋଇଛି। ବର୍ଷା ହେତୁ ମ୍ୟାଚ ଶେଷ ହୋଇପାରି ନ ଥିଲା, କିନ୍ତୁ ପାକିସ୍ତାନର ଶାହିନ ଆଫ୍ରିଦି, ନସିମ ଶାହା ଏବଂ ହରିସ ରୌଫ ଚମତ୍କାର ପ୍ରଦର୍ଶନ କରିଥିଲେ। ଏଥି ସହିତ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଇଶାନ କିଶନ ଭାରତ ପାଇଁ ଅର୍ଦ୍ଧଶତକ ହାସଲ କରିଥିଲେ। ନୂଆ ବଲ ସହ ଶାହିନଙ୍କ ଯାଦୁ ଏତେ ଭଲ ଥିଲା ଯେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ତାଙ୍କ ପ୍ରଶଂସା କରିଥିଲେ।
ଶାହିନଙ୍କ ଖେଳ ଦ୍ୱାରା ଶେହବାଜ ଶରିଫ ପ୍ରଭାବିତ ହୋଇଥିଲେ। ସେ ବାମହାତୀ ପେସରକୁ ପ୍ରଶଂସା କରି ପରୋକ୍ଷରେ ଭାରତର କିମ୍ବଦନ୍ତୀ ଖେଳାଳି ରୋହିତ ଏବଂ କୋହଲିଙ୍କୁ ଟାର୍ଗେଟ୍‌ କରିଥିଲେ। ସେମାନେ ତାଙ୍କୁ ଖେଳି ପାରିବେ ନାହିଁ ବୋଲି ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି।
ଶାହିନ ପ୍ରଥମ ଓଭରରେ ଉଇକେଟ ପାଇ ନ ଥିଲେ ମଧ୍ୟ ପ୍ରଥମ ବଲରୁ ସେ ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ଉପରେ ଚାପ ପକାଇଥିଲେ। ଭାରତୀୟ ଓପନର୍‌ ରୋହିତ ଶର୍ମା ଏବଂ ଶୁଭମନ ଗିଲଙ୍କୁ ଶୀଘ୍ର ଆଉଟ୍‌ କରିବାକୁ ସେ ଚେଷ୍ଟା କରିଥିଲେ। ସେ ଭାରତର ଅଧିନାୟକ ରୋହିତ ଶର୍ମା ପରବର୍ତ୍ତୀ ଓଭରରେ ସେ ବିରାଟ କୋହଲିଙ୍କୁ ଆଉଟ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri