Posted inଜାତୀୟ

ଆପଣ ଯେଉଁ ସ୍ୱପ୍ନ ଦେଖିଥିଲେ ତାହା ମୁଁ ପୂରଣ କରିବି: ପିତାଙ୍କୁ ଏମିତି ମନେ ପକାଇଲେ ରାହୁଲ

ନୂଆଦିଲ୍ଲୀ,୨୦ ।୮: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୮ ତମ ଜୟନ୍ତୀରେ ତାଙ୍କୁ ମନେ ପକାଇଛନ୍ତି ପୁତ୍ର ତଥା କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଝିଅ ତଥା କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା । ଏହି ଅବସରରେ ଏମାନେ ବୀରଭୂମି ଯାଇ ରାଜୀବଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି । ରାହୁଲ ଓ ପ୍ରିୟଙ୍କାଙ୍କ ସହ ରବର୍ଟ ଭଦ୍ରା, ଏମପି କେସି ଭେନୁଗୋପାଳ ଓ ଏଲଓପି ମଲ୍ଲିକାର୍ଜୁନ ଖଡଗେ ବି ରାଜୀବଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।
ଏହି ଅବସରରେ ପିତାଙ୍କୁ ମନେପକାଇ ରାହୁଲ ଟୁଇଟରେ ଏକ ଭିଡିଓ ଶେୟାର କରିଛନ୍ତି । ଏହାସହ ରାହୁଲ ଲେଖିଛନ୍ତି, ବାପା, ଆପଣ ସବୁବେଳେ ମୋ ସହ ଅଛନ୍ତି । ମୋ ହୃଦୟରେ ଅଛନ୍ତି । ମୁଁ ସବୁବେଳେ ପ୍ରୟାସ କରୁଛି ଆପଣ ଦେଶପାଇଁ ଯେଉଁ ସ୍ୱପ୍ନ ଦେଖିଥିଲେ ତାକୁ ମୁଁ ପୁରଣ କରିବି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବି ଟୁଇଟ କରି ରାଜୀବ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ମୋଦି ଲେଖିଛନ୍ତି ଆମର ପୂର୍ବତନ ପ୍ରଧାମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜୟନ୍ତୀରେ କୋଟି କୋଟି ପ୍ରଣାମ । ସୂଚନାଯୋଗ୍ୟ, ରାଜୀବ ଗାନ୍ଧୀ ୨୦ ଅଗଷ୍ଟ ୧୯୪୪ରେ ଜନ୍ମନେଇଥିବା ବେଳେ ମାତ୍ର ୩୭ ବର୍ଷ ବୟସରେ ରାଜନୀତିରେ ଯୋଗ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri