Posted inଜାତୀୟ

ଆପଣ ଯେଉଁ ସ୍ୱପ୍ନ ଦେଖିଥିଲେ ତାହା ମୁଁ ପୂରଣ କରିବି: ପିତାଙ୍କୁ ଏମିତି ମନେ ପକାଇଲେ ରାହୁଲ

ନୂଆଦିଲ୍ଲୀ,୨୦ ।୮: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୮ ତମ ଜୟନ୍ତୀରେ ତାଙ୍କୁ ମନେ ପକାଇଛନ୍ତି ପୁତ୍ର ତଥା କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଝିଅ ତଥା କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା । ଏହି ଅବସରରେ ଏମାନେ ବୀରଭୂମି ଯାଇ ରାଜୀବଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି । ରାହୁଲ ଓ ପ୍ରିୟଙ୍କାଙ୍କ ସହ ରବର୍ଟ ଭଦ୍ରା, ଏମପି କେସି ଭେନୁଗୋପାଳ ଓ ଏଲଓପି ମଲ୍ଲିକାର୍ଜୁନ ଖଡଗେ ବି ରାଜୀବଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।
ଏହି ଅବସରରେ ପିତାଙ୍କୁ ମନେପକାଇ ରାହୁଲ ଟୁଇଟରେ ଏକ ଭିଡିଓ ଶେୟାର କରିଛନ୍ତି । ଏହାସହ ରାହୁଲ ଲେଖିଛନ୍ତି, ବାପା, ଆପଣ ସବୁବେଳେ ମୋ ସହ ଅଛନ୍ତି । ମୋ ହୃଦୟରେ ଅଛନ୍ତି । ମୁଁ ସବୁବେଳେ ପ୍ରୟାସ କରୁଛି ଆପଣ ଦେଶପାଇଁ ଯେଉଁ ସ୍ୱପ୍ନ ଦେଖିଥିଲେ ତାକୁ ମୁଁ ପୁରଣ କରିବି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବି ଟୁଇଟ କରି ରାଜୀବ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ମୋଦି ଲେଖିଛନ୍ତି ଆମର ପୂର୍ବତନ ପ୍ରଧାମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜୟନ୍ତୀରେ କୋଟି କୋଟି ପ୍ରଣାମ । ସୂଚନାଯୋଗ୍ୟ, ରାଜୀବ ଗାନ୍ଧୀ ୨୦ ଅଗଷ୍ଟ ୧୯୪୪ରେ ଜନ୍ମନେଇଥିବା ବେଳେ ମାତ୍ର ୩୭ ବର୍ଷ ବୟସରେ ରାଜନୀତିରେ ଯୋଗ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଉରି ସର୍ଜିକାଲ ଷ୍ଟ୍ରାଇକ୍‌କୁ ପୂରିଲା ୩ ବର୍ଷ

ନୂଆଦିଲ୍ଲୀ,୨୮।୯: ସୀମାରେ ପାକିସ୍ତାନର ଅଘୋଷିତ ଯୁଦ୍ଧ ବିରୋଧରେ ଭାରତୀୟ ସେନା ୨୦୧୬ ସେପ୍ଟେମ୍ବର ୨୮-୨୯ ତାରିଖ ରାତିରେ ଆରମ୍ଭ କରିଥିଲେ ସର୍ଜିକାଲ ଷ୍ଟ୍ରାଇକ୍‌। ଭାରତରେ ଅନୁପ୍ରବେଶ...

ସୀମାରେ ୫୧୦୦ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି ପାକିସ୍ତାନ: ୧୮ ବର୍ଷ ମଧ୍ୟରେ ସର୍ବାଧିକ

ଶ୍ରୀନଗର,୩୦।୧୨: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଜାରି ରହିଛି। ଭାରତରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ଉଦ୍ଦେଶ୍ୟରେ ପାକିସ୍ତାନ ପକ୍ଷରୁ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ...

ରାହୁଲଙ୍କ ରାମ ଭକ୍ତି, ଅଯୋଧ୍ୟା ଭୂମିପୂଜନକୁ ନେଇ କହିଲେ ଏମିତି

ନୂଆଦିଲ୍ଲୀ,୫।୮: ଶ୍ରୀରାମଙ୍କ ଜନ୍ମଭୂମି ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ବୁଧବାର ଭୂମିପୂଜନ କରାଯାଇଛି। ଏହି ଅବସରରେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ।...

ବାଲାସାହେବଙ୍କ ସ୍ବପ୍ନ ପୂରଣ ହେଲା

ମୁମ୍ବାଇ, ୫।୭: ଏକନାଥ ଶିନ୍ଦେ ସୋମବାର ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ବକ୍ତବ୍ୟ ରଖିଛନ୍ତି। ଭାଜପା ସହ ମିଶି ସରକାର ଗଢ଼ିବା ପାଇଁ ଶିବସେନା ପ୍ରତିଷ୍ଠାତା ବାଲାସାହେବ...

ଶାଶୁ ଅପମାନ ଦେବାରୁ ୨ ପୁତୁରାଙ୍କୁ ପିଟି ପିଟି ହତ୍ୟା

ହାଇଦ୍ରାବାଦ,୨୯।୬: ଦୁଇ ନାବାଳକ ପୁତୁରା(ଜଣେ ୭ ବର୍ଷର ଓ ଜଣେ ୧୦ ବର୍ଷ)ଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ସେମାନଙ୍କ ମଉସା। ଆନ୍ଧ୍ର ପ୍ରଦେଶର ଗୁଣ୍ଟୁର...

ପ୍ରଥମ ପ୍ଲାଜମା ଥେରାପିରେ ସୁସ୍ଥ ହେଲେ ଦେଶର କରୋନା ସଂକ୍ରମିତ: ମୁମ୍ବାଇ, ଇନ୍ଦୋରରେ ଆରମ୍ଭ ହେବ ଏହି ଥେରାପି

ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମିତଙ୍କ ଚିକିତ୍ସା କରିବାକୁ ଏବେ ପ୍ଲାଜମା ଥେରାପି ଦେଖାଇଛି ନୂତନ ଆଶାର ଆଲୋକ। ପ୍ରଥମେ ଦିଲ୍ଲୀରେ ଏହି ପ୍ଲାଜମା ଥେରାପି ଆରମ୍ଭ କରାଯାଇଥିବା...

ପ୍ରିୟଙ୍କା କଂଗ୍ରେସର ମୁଖ୍ୟମନ୍ତ୍ରୀ ଚେହେରା

ନୂଆଦିଲ୍ଲୀ,୨୧।୧: କଂଗ୍ରେସର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ କି ନାହିଁ ତାହା ସ୍ପଷ୍ଟ କରିନାହାଁନ୍ତି। ହେଲେ ସେ ମୁଖ୍ୟମନ୍ତ୍ରୀ...

ଲୋକେ ନିଜେ ଜାରି କଲେ ୧୦ ଦିନିଆ ଲକ୍‌ଡାଉନ୍‌…

ଅହମଦାବାଦ,୨୦।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ କେତେକ ଅଞ୍ଚଳରେ ସ୍ଥାନୀୟ ଲୋକେ ସରକାର ଅବା ସ୍ଥାନୀୟ ପ୍ରଶାସନର...

Advertisement
Archives

Model This Week