Posted inଜାତୀୟ

ଭାଜପାରେ ଯୋଗ ଦେଲେ କ୍ୟାପଟେନ ଅମରିନ୍ଦର

ନୂଆଦିଲ୍ଲୀ, ୧୯।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସର ମୁଖ୍ୟ କ୍ୟାପଟେନ ଅମରିନ୍ଦର ସିଂ ସୋମବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗ ଦେଇଛନ୍ତି। ଦିଲ୍ଲୀସ୍ଥିତ ଭାଜପା କାର୍ଯାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି।
ଅମରିନ୍ଦର ଗତ ବର୍ଷ ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ । ପରେ ସେ ପଞ୍ଜାବ ଲୋକ କଂଗ୍ରେସ ଦଳ(ପିଏଲ୍‌ସି) ଗଠନ କରିଥିଲେ। ହେଲେ ଗତ ବିଧାନସଭା ନିର୍ବାଚନରେ ଅମରିନ୍ଦରଙ୍କ ଦଳ ଶୋଚନୀୟ ପରାଜୟ ହୋଇଥିଲା। ଏହା ପରେ ଭାଜପାରେ ମିଶିବା ନେଇ ସ୍ଥିର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

ଦ୍ୱିତୀୟ F-15E ପାଇଲଟଙ୍କୁ ଉଦ୍ଧାର କଲା ଆମେରିକା, ଟ୍ରମ୍ପ କହିଲେ ଆମେ ଆମର ଯୋଦ୍ଧାଙ୍କୁ…

ଓ୍ବାଶିଂଟନ,୫।୪: ଗ୍ରାଉଣ୍ଡ ଅପରେଶନ ସମୟରେ ଆମେରିକା ଏହାର ଦ୍ୱିତୀୟ ପାଇଲଟଙ୍କୁ ଠାବ କରିଛି । ଦେଶରେ ସାମରିକ ଅଭିଯାନ ସମୟରେ ଇରାନ ଦ୍ୱାରା ଏକ ଆମେରିକୀୟ F-15E…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri