Posted inଜାତୀୟ

କଂଗ୍ରେସର ପୂର୍ବତନ ନେତାଙ୍କୁ ଭାଜପା ଦେଲା ବଡ ଦାୟିତ୍ୱ

ନୂଆଦିଲ୍ଲୀ,୨ ।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ଶୁକ୍ରବାର କଂଗ୍ରେସର ପୂର୍ବତନ ନେତା ଜୟବୀର ସେରଗିଲଙ୍କୁ ରାଷ୍ଟ୍ରୀୟ ପ୍ରବକ୍ତା ନିଯୁକ୍ତି କରିବାକୁ ଘୋଷଣା କରିଛି । ଏପଟେ ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଓ ସୁନିଲ ଜାଖଡଙ୍କୁ ରାଷ୍ଟ୍ରୀୟ କାର୍ଯ୍ୟ ସମିତିରେ ସ୍ଥାନ ଦିଆଯାଇଛି । ଏହି ନେତା କଂଗ୍ରେସରେ ବେଶ କିଛିଦିନ ରହିଥିବା ବେଳେ ନିକଟ ଅତିତରେ ଭାଜପାରେ ଯୋଗ ଦେଇଥିଲେ ଏହା ବ୍ୟତୀତ ସ୍ୱତନ୍ତ୍ର ଦେବ ସିଂଙ୍କୁ ମଧ୍ୟ ରାଷ୍ଟୀୟ କାର୍ଯ୍ୟକାରିଣୀରେ ସଦସ୍ୟ କରାଯାଇଛି ।
ଦଳ କହିଛି ବିଶେଷ ଭାବେ ଆମନ୍ତ୍ରିତ ମଦନ କୌଶିକ, ବିଷ୍ଣୁଦେବ ରାୟ, ଏସ ରାଣା ଗୁରମିତ ସିଂ ସୋଢି, ମନୋରଞ୍ଜନ କାଲିଆ ଓ ଅମନଜୋତ କୌର ରାମୁବାଲିୟାଙ୍କୁ ରାଷ୍ଟ୍ରୀୟ କାର୍ଯ୍ୟସମିତି ମେମ୍ବର କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବୋହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?