Posted inଜାତୀୟ

ବାଦଲଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ନୂଆଦିଲ୍ଲୀ,୬।୨: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ଷୀୟାନ ଶିରୋମଣି ଅକାଳୀ ଦଳ ନେତା ପ୍ରକାଶ ସିଂ ବାଦଲଙ୍କ ସ୍ବାସ୍ଥ୍ୟାବସ୍ଥାରେ ଶନିବାର ଗୁରୁତର ଅବନତି ଦେଖାଦେବାରୁ ତାଙ୍କୁ ଫୋର୍ଟିସ୍‌ ମୋହାଲି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ୯୪ ବର୍ଷୀୟ ବାଦଲ ନିକଟରେ ଲାମ୍ବି ଆସନରୁ ପ୍ରାର୍ଥତ୍ପତ୍ର ଦାଖଲ କରିଥିଲେ। ନିର୍ବାଚନ ଲଢ଼ିବାରେ ସେ ଦେଶର ସର୍ବବରିଷ୍ଠ ପ୍ରାର୍ଥୀ। ଗତ ଜାନୁୟାରୀରେ ସେ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହେବା ପରେ ଲୁଧିଆନାର ଦୟାନନ୍ଦ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?