Posted inଜାତୀୟ

ପୂର୍ବତନ ବାଚସ୍ପତି ଚରଣଜିତ୍‌ ସିଂ ଅଟୱାଲ ଭାଜପାରେ ସାମିଲ

ଚଣ୍ଡିଗଡ,୫।୫: ଶିରୋମଣି ଅକାଳୀ ଦଳର ବରିଷ୍ଠ ନେତା ତଥା ପଞ୍ଜାବ ବିଧାନସଭାର ପୂର୍ବତନ ବାଚସ୍ପତି ଚରଣଜିତ ସିଂ ଅଟୱାଲ ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ତାଙ୍କୁ ବିଧିବଦ୍ଧ ଭାବେ ଶୁକ୍ରବାର ଦଳରେ ସାମିଲ କରାଇଛନ୍ତି। ନିକଟରେ ଶିରୋମଣି ଅକାଳୀ ଦଳରୁ ଇସ୍ତଫା ଦେଇଥିଲେ। ଏହାର କିଛି ଦିନ ପୂର୍ବରୁ ତାଙ୍କ ପୁଅ ଇନ୍ଦର ଇକବାଲ ଅଟୱାଲ ଭାଜପାରେ ଯୋଗ ଦେଇଥିଲେ। ଦୀର୍ଘ ଦିନ ଧରି ସେ ଭାଜପାରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଲାଗିରହିଥିଲା।

ଚରଣଜିତ୍‌ ସିଂ ଅଟୱାଲ ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ଲୋକ ସଭାର ଉପବାଚସ୍ପତି ଥିଲେ। ଏଥିସହ ତାଙ୍କୁ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲଙ୍କ ପାଖ ଲୋକ ବୋଲି ବିବେଚନା କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri