Posted inଜାତୀୟ

ଜମି ବଦଳରେ ଚାକିରି ଦେବା ମାମଲା: କୋର୍ଟରେ ହାଜର ହେଲେ ଲାଲୁଙ୍କ ପରିବାର

ନୂଆଦିଲ୍ଲୀ,୧୫।୩: ଜମି ବଦଳରେ ଚାକିରି ଦେବା ମାମଲାରେ ଛନ୍ଦି ହୋଇଛନ୍ତି ଆରଜେଡି ସୁପ୍ରିମୋ ଲାଲୁ ଯାଦବଙ୍କ ପରିବାର ଲୋକ। ତେବେ ଏହି ମାମଲାରେ ବୁଧବାର ଲାଲୁଙ୍କ ସମେତ ତାଙ୍କ ସ୍ତ୍ରୀ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀ ଏବଂ ତାଙ୍କ ଝିଅ ତଥା ଆରଜେଡି ଏମ୍‌ପି ମିସା ଭାରତୀ ବୁଧବାର ଦିଲ୍ଲୀର ରୌଜ୍‌ ଏଭିନ୍ୟୁ କୋର୍ଟରେ ହାଜର ହୋଇଛନ୍ତି। କୋର୍ଟ ପରିସରରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରାଯାଇଛି।
୨୦୦୪ରୁ ୨୦୦୯ ମଧ୍ୟରେ ଲାଲୁ ରେଳ ମନ୍ତ୍ରୀ ଥିବାବେଳେ ରେଳ ବିଭାଗରେ ଚାକିରି ପାଇବା ପାଇଁ ଲୋକ ସେମାନଙ୍କ ଜମିକୁ ଲାଲୁ ଯାଦବଙ୍କ ପରିବାର ସଦସ୍ୟଙ୍କ ନାମରେ କରିଦେଉଥିବା ଅଭିଯୋଗ ହୋଇଥିଲା। ଗତ ବର୍ଷ ମେ ୧୮ରେ ସିବିଆଇ ଲାଲୁ ଯାଦବଙ୍କ ବିରୋଧରେ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସକ୍ରିୟ ମାମଲା ଲକ୍ଷେ ୨୦ ହଜାର ମୁହାଁ…

ନୂଆଦିଲ୍ଲୀ, ୭।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ଜାନୁୟାରୀରେ ଚାଷୀଙ୍କ ଖାତାକୁ ଯିବ ୧୩ତମ କିସ୍ତି

ନୂଆଦିଲ୍ଲୀ,୨।୧୨: ବର୍ଷ ଆରମ୍ଭରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ନୂତନ ବର୍ଷର ଉପହାର ଦେବାକୁ ପ୍ରସ୍ତୁତ ହେଉଛନ୍ତି। ଜାନୁୟାରୀ ପ୍ରଥମ ସପ୍ତାହରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର...

ମିଥ୍ୟା ଖବର ପ୍ରସାରକୁ ନେଇ ସରକାରଙ୍କ ବଡ଼ ପଦକ୍ଷେପ: ୩୫ ହ୍ବାଟସଆପ ଗ୍ରୁପ ବ୍ୟାନ୍‌, ୧୦ ଗିରଫ

ନୂଆଦିଲ୍ଲୀ,୧୯।୬: ଅଗ୍ନିପଥ ଯୋଜନାକୁ ନେଇ ଦେଶର ଅନେକ ରାଜ୍ୟରେ ଯୁବକମାନେ ବିରୋଧ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ରବିବାର ୩ ସେନା ପକ୍ଷରୁ ଏକ ଖବରଦାତା ସମ୍ମିଳନୀ...

ଇଣ୍ଡିଆନ୍‌ ଅଏଲ୍‌ ରିଫାଇନେରିରେ ଭୟଙ୍କର ଅଗ୍ନିକାଣ୍ଡ

ହଳଦିଆ,୨୧।୧୨- ପଶ୍ଚିମବଙ୍ଗର ହଳଦିଆରେ ଥିବା ଇଣ୍ଡିଆନ୍‌ ଅଏଲ୍‌ ରିଫାଇନାରିରେ ମଙ୍ଗଳବାର ଅପରାହ୍ନ ୩ଟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୪...

ଏଚ-୩ ଏନ-୨ ଭୂତାଣୁ ଆତଙ୍କ ଘନେଇଲା: ମାର୍ଗଦର୍ଶିକା ଜାରି କଲେ ସରକାର…

ନୂଆଦିଲ୍ଲୀ,୧୧।୩ : ସମଗ୍ର ଭାରତରେ କୋଭିଡ ଭଳି ଲକ୍ଷଣ ଥିବା ଏକ ସ୍ବାଇନ ଫ୍ଲୁ ଏଚ-୩ ଏନ-୨ ଭୂତାଣୁ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ...

ସାଧାରଣ ନିର୍ବାଚନ ୨୦୧୯ ବୁଥ ବାହୁଡା ମତ: କେନ୍ଦ୍ରରେ ପୁଣି ଫୁଟିପାରେ ପଦ୍ମ

ନୂଆଦିଲ୍ଲୀ, ୧୯।୫: ସରିଛି ୭ମ ତଥା ଅନ୍ତିମ ପର୍ଯ୍ୟାୟ ନିିର୍ବାଚନ। ସବୁଥର ପରି ଏଥର ମଧ୍ୟ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏକଜିଟ୍‌ ପୋଲ କରାଯାଇଛି।...

ମହାମାରୀର ସବୁଠାରୁ ଭୟାବହ ସମୟ ଏବେ ବିତି ଯାଇଛିି…

ନୂଆଦିଲ୍ଲୀ,୮।୧୧ : ଆମେରିକା ସରକାରଙ୍କ କୋଭିଡ-୧୯ ପ୍ରତିକ୍ରିୟା ସଂଯୋଜକ ଡାକ୍ତର ଆଶିଷ କୁମାର ଝା କହିଛନ୍ତି ଯେ ମହାମାରୀ ସମାପ୍ତ ହୋଇ ନଥାଇ ପାରେ କିନ୍ତୁ...

ସବୁ ଜଳିଗଲା ପରେ…

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀରେ ଜାରି ରହିଥିବା ହିଂସାକାଣ୍ଡ ଏବେ ଥମିବାରେ ଲାଗିଛି। ୩ ଦିନ ପରେ ପ୍ରଶାସନର ଚେତା ପଶିଛି। ହିଂସାକାଣ୍ଡ ଘଟିଥିବା ଅଞ୍ଚଳରେ ଉଦ୍ଧାର କାର୍ଯ୍ୟ...

Advertisement
Archives

Model This Week