ପୂର୍ବତନ ରାଜ୍ୟସଭା ସଦସ୍ୟଙ୍କ ପରଲୋକ

ସୁନ୍ଦରଗଡ଼,୨୪ା୧୨(ଡି.ଏନ୍‌.ଏ.): ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ବିଶିଷ୍ଟ କଂଗ୍ରେସ ନେତା ଗଣେଶ୍ୱର କୁସୁମ ଆଉ ନାହାନ୍ତି। ୮୭ ବର୍ଷ ବୟସରେ ସେ ଶୁକ୍ରବାର ଇହଲୀଳା ସମ୍ବରଣ କରିଛନ୍ତି। ସେ ଜଣେ ଅତ୍ୟନ୍ତ ପରୋପକାରୀ, ଲୋକପ୍ରିୟ ରାଜନେତା ଥିଲେ। ତାଙ୍କ ବିୟୋଗରେ କଂଗ୍ରେସ ଦଳ ଏବଂ ଅଞ୍ଚଳବାସୀ ଶୋକ ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, ସୁନ୍ଦରଗଡ଼ ଜିଲା ସଦର ବ୍ଲକ ଭଷ୍ମାରେ ୧୯୩୪ ମସିହା ମାର୍ଚ୍ଚ ୨୧ରେ ସେ ଜନ୍ମଗ୍ରହଣ କରିଥିଲେ। ସୁନ୍ଦରଗଡ଼ସ୍ଥିତ ସମଲେଶ୍ବରୀ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ସେ ୧୯୮୪ରୁ ୧୯୯୦ମସିହା ପର୍ଯ୍ୟନ୍ତ ରାଜ୍ୟସଭା ସଦସ୍ୟ ରହିଥିଲେ। ତାଙ୍କ ବିୟୋଗରେ ଜିଲା କଗ୍ରେସ କମିଟି ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି। ଜିଲା ସଭାପତି ବେଣୁମାଧବ ତ୍ରିପାଠୀ, ପିସିସି ସାଧାରଣ ସମ୍ପାଦକ ରାଜକିଶୋର ଷଡ଼ଙ୍ଗୀ, ନିମାଇଁ ନାଏକ, ଅଜିତ୍‌ ପ୍ରସାଦ, ପର୍ଶୁରାମ ସରାଫ,କାଳୀପଦ ସାମଲ, ସଞ୍ଜୟ ସାହୁ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ପରେ ପିଟି ମାରିଦେଲେ

ବାରିପଦା ଅଫିସ/ବାଙ୍ଗିରିପୋଷି,୨୦।୪(ଡି.ଏନ.ଏ.): ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁକୁ କେନ୍ଦ୍ରକରି ମଙ୍ଗଳବାର ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଞ୍ଚଳରେ ଘଟିଛି ତୁମୁଳକାଣ୍ଡ। ଦୁର୍ଘଟଣା ଘଟାଇ ସ୍କର୍ପିଓ...

୨ ଲକ୍ଷ ଦେଲେ କେନ୍ଦୁଝର ଏମ୍‌ପି

କେନ୍ଦୁଝର, ୬ା୪(ଡି.ଏନ.ଏ.): କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ(ସିଏମଆରଏଫ)କୁ ନିଜ ଦରମାରୁ ଅନ୍‌ଲାଇନ ଜରିଆରେ ୨ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। କରୋନା ମୁକାବିଲା...

ଝିଅକୁ ସାଦ ଖୁଆଇବାକୁ ଯିବାବେଳେ ଅଘଟଣ: ଓଲଟିଲା ପିକ୍‌ଅପ୍‌, ୪ ଗୁରୁତର

କେନ୍ଦୁଝର,୨୭ା୧୨(ସ୍ବ.ପ୍ର): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ କାଞ୍ଜିପାଣି ଥାନା କୁଆଁର ଛକ ୪୯ ନଂ. ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ ପିକ୍‌ଅପ୍‌ ଓଲଟି...

ଗୀତା ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଅଭିଯୁକ୍ତ ଗିରଫ, ବଳାତ୍କାର ପରେ କରାଯାଇଛି ହତ୍ୟା

ସମ୍ବଲପୁର,୮ା୭(ବ୍ୟୁରୋ)-ସମ୍ବଲପୁର ଜିଲା ଠେଲକୋଲି ଥାନା ବୁଧିଆପାଲି ଗ୍ରାମସ୍ଥ ଏକ ବୁଦା ନିକଟରୁ ଝାରସୁଗୁଡା ଜିଲା ପ୍ରତ୍ରାପାଲି ଗ୍ରାମର ଗୀତା ମୁଣ୍ଡା(୨୮)ଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସୋମବାର...

ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ଘଟଣା: ହାଇକୋର୍ଟରେ ମାମଲା ଦାଏର

କଟକ ଅଫିସ,୧୭ା୯: ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅଧୀନ ପଙ୍କପାଳ ଗ୍ରାମର ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ଘଟଣାକୁ ନେଇ ଗୁରୁବାର ହାଇକୋର୍ଟରେ ମାମଲା ଦାଏର ହୋଇଛି।...

ରାଜ୍ୟରେ ୧,୦୫୮ କରୋନା ପଜିଟିଭ୍‌ ଚିହ୍ନଟ; ୧୮ ବର୍ଷ ମଧ୍ୟରେ ୧୩୮ ଆକ୍ରାନ୍ତ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୫୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୩୮ ଜଣଙ୍କ ବୟସ ୧୮ ବର୍ଷ...

ନବବଧୂଙ୍କୁ ହତ୍ୟା ଅଭିଯୋଗ

ପାପଡାହାଣ୍ଡି,୧୨।୮(ଡି.ଏନ.ଏ)-ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତ ବାଙ୍କସର୍ଗି ଗ୍ରାମରେ ନବବଧୂ ମେନକା ସୌରାଙ୍କୁ ହତ୍ୟା କରାଯାଇଥିବା ନେଇ ସୋମବାର ଥାନାରେ ଅଭିଯୋଗ ହୋଇଛି ।...

ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମ ନୀତି ଆଜି:ମହାପ୍ରଭୁଙ୍କୁ ଲାଗି ହେଲା ଯେଉଡ଼ ଭୋଗ

ପୁରୀ ଅଫିସ,୨୩ା୮:ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଶୁକ୍ରବାର ଏହି ପବିତ୍ର ତିଥିରେ ଜନ୍ମ ନେବେ ପ୍ରଭୁ ଶ୍ରୀକୃଷ୍ଣ। ଏଥିଲାଗି ଶ୍ରୀମନ୍ଦିରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଗୁରୁବାର...

Advertisement
Archives

Model This Week