ବିଜେଡିକୁ ବଡ଼ ଝଟକା: ଦଳ ଛାଡିଲେ ଏହି ବରିଷ୍ଠ ନେତା, ରାଜନୀତିରେ ହଇଚଇ

ରାୟଗଡ଼ା,୯।୯(ଆଶିଷ ରଞ୍ଜନ ପଣ୍ଡା): ଗତ ୪ ତାରିଖରେ ବିଜେଡି ଜିଲା ସଭାପତି ଭାବେ ଜଗନ୍ନାଥ ସାରକାଙ୍କ ନାମ ଘୋଷଣା ପରେ ଜିଲା ବିଜେଡିରେ ଭୃକୁଞ୍ଚନ ସୃଷ୍ଟି ହୋଇଛି। ଜିଲାରେ ବିଜେଡିରେ ବରିଷ୍ଠ ନେତା ଓ କର୍ମୀଙ୍କ ମନରେ କୁହୁଳିଛି ଅସନ୍ତୋଷର ନିଆଁ। ଏହି ସମୟରେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ ମଙ୍ଗଳବାର ଦଳରୁ ଇସ୍ତଫା ଦେଇଛନ୍ତି। ଏହି ଅବସରରେ ସେ ଏକ ବଡ଼ ଘୋଷଣା କରି ବିଜୁ ସ୍ବାଭିମାନ ମଞ୍ଚ ଗଠନ ହେବା ନେଇ ସୂଚନା ଦେଇଛନ୍ତି।

ଜଗନ୍ନାଥଙ୍କୁ ସଭାପତି ଘୋଷଣା ପରେ ଜିଲାରେ ଦୁର୍ବଳ ହୋଇଯାଇଛି ବିଜେଡି ସଂଗଠନ। ଦଳରୁ ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ, ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମରିକା, ବ୍ଲକ ଅଧ୍ୟକ୍ଷା ଟୁନି ହୁଇକା, ପୂର୍ବତନ ପୌର ଅଧ୍ୟକ୍ଷ ରାଇସିଂ ବିଡିକା, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ଗଙ୍ଗାଧର ପୁଆଲାଙ୍କ ସମେତ ହଜାର ସଂଖ୍ୟାରେ ବିଜେଡି ନେତା ଓ କର୍ମୀ ଭାସ୍କର ରାଓଙ୍କ କାର୍ଯ୍ୟାଳୟରେ ଏକତ୍ରିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ଅସୀମ ମୁନିର ହେଲେ CDF, ପାକିସ୍ତାନର ୩ ସେନା ରହିବେ କଣ୍ଟ୍ରୋଲରେ, ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ଇସଲାମାବାଦ,୫।୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ...

ମଝି ଆକାଶରେ ଫୁଟବଲ ଖେଳିଲେ ଦୁଇ ଖେଳାଳି, ଭୟଙ୍କର ଦୃଶ୍ୟ ଦେଖିଲେ…

କିଛି ଲୋକ ଅନେକ ଦୁଃସାହସିକ କାର୍ଯ୍ୟ କରିଥାନ୍ତି। ଯାହା ଦେଖି ଲୋକଙ୍କ ପ୍ରାଣବାୟୁ ଉଡ଼ିଯିବା ପରି ଲାଗେ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ପ୍ରଶଂସକଙ୍କ ପାଇଁ ଖୁସିଖବର: ଦକ୍ଷିଣ ଆଫ୍ରିକା ODI ସିରିଜ ପରେ ଟି-୨୦କୁ ଫେରିବେ ରୋହିତ!

ନୂଆଦିଲ୍ଲୀ,୫।୧୨: ରୋହିତ ଶର୍ମା ଭାରତୀୟ ଘରୋଇ କ୍ରିକେଟ ପ୍ରତି ଏତେ ପ୍ରତିବଦ୍ଧତା ଦେଖାଉଛନ୍ତି ଯେ ସେ କେବଳ ଲିଷ୍ଟ ଏ କ୍ରିକେଟ ନୁହେଁ ବରଂ ଟି-୨୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri