ରୁଷିଆର ପୂର୍ବତନ ରାଷ୍ଟ୍ରପତି ଦେଲେ ପରମାଣୁ ଧମକ

ମସ୍କୋ,୨୫ ।୩: ରୁଷିଆର ପୂର୍ବତନ ରାଷ୍ଟ୍ରପତି ଦିମିତ୍ରି ମେଦଭେଦଭ ଚେତାବନୀ ଦେଇଛନ୍ତି କି ଯଦି ୟୁକ୍ରେନ ପକ୍ଷରୁ କ୍ରିମିୟାକୁ କବଜା କରିବାକୁ ଚେଷ୍ଟା କରାଗଲା ତେବେ ପରମାଣୁ ଆକ୍ରମଣ ଜରିଆରେ ଏହାର ଜବାବ ମିଳିବ । ମେଦଭେଦଭ ରୁଷିଆ ରାଷ୍ଟ୍ରପତିଙ୍କ ବିରୋଧରେ ଅନ୍ତରାଷ୍ଟ୍ରୀୟ ଅଦାଲତ ପକ୍ଷରୁ ଜାରି ୱାରଣ୍ଟକୁ ନେଇ କହିଥିଲେ, ପୁଟିନଙ୍କୁ ଗିରଫ କରିବାର ଚେଷ୍ଟା ବିଶ୍ୱକୁ ପରମାଣୁ ପ୍ରଳୟ ଆଡକୁ ଟାଣି ନେବା ।
ରୁଷିଆ ଟୁଡେ ଅନୁଯାୟୀ, ମେଦଭେଦଭ ୟୁକ୍ରେନର ସେହି ଦାବିକୁ ଅର୍ଥହୀନ ବୋଲି କହିଛନ୍ତି ଯାହା କ୍ରିମିୟା ଉପରେ କବଜା କରିପାରେ । ସେ କହିଛନ୍ତି, ଏହା କେବଳ ପ୍ରଚାର ଏହାକୁ ଏହିଭଳି ନେବା ଦରକାର ।
ସୂଚନାଯୋଗ୍ୟ, କ୍ରମିୟା ବ୍ଲାକ ସିରେ ଅବସ୍ଥିତ । ଐତିହାସିକ ଭାବେ ଏହା ୟୁକ୍ରେନର ଅଂଶ ଥିଲା । ହେଲେ ୨୦୧୪ରେ ରୁଷିଆ ଏହା ଉପରେ କବଜା କରିନେଇଛି । କିଛି ଦେଶ ଏହା ଉପରେ ଆର୍ଥିକ ପ୍ରତିବନ୍ଧକ ବି ଲାଗଇଛନ୍ତି । ହେଲେ ରୁଷିଆ କହିଥିଲା କ୍ରିମିୟାରେ ରୁଷିଆ ଭାଷି ନାଗରିକଙ୍କ ରକ୍ଷା କରିବା ଓ ନିଜର ସାମରିକ ହିତକୁ ସୁରକ୍ଷିତ କରିବାକୁ ଏହି ବିଲୟ ଜରୁରୀ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri