ପୂର୍ବତନ ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ଥାନାରେ ଏତଲା ଦେଲେ ଭାଇ

ଦାରିଙ୍ଗବାଡ଼ି,୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କିରିକୁଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ତ୍ରିଲୋଚନ ପ୍ରଧାନ ଓରଫ ଟିଟୁଙ୍କୁ ରବିବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ ହୋଇଥିଲା। ଟିଟୁ ଏବେ ବ୍ରହ୍ମପୁର ଏମ୍‌କେସିଜିରେ ଚିକିତ୍ସାଧୀନ ଥିବାବେଳେ ଏପଟେ ଟିଟୁଙ୍କ ପରିବାରରେ କେହି ନାହାନ୍ତି। ସେ ଅନାଥ। ତେଣୁ ତାଙ୍କୁ ଆକ୍ରମଣ ଘଟଣାରେ ଟିଟୁଙ୍କ ମାମୁ ପୁଅ ତଥା ବଡ଼ଭାଇ ଜୟଚନ୍ଦ୍ର ପ୍ରଧାନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ସେ ତାଙ୍କ ଭାଇ ଟିଟୁଙ୍କ ଜମିକୁ ଅନ୍ୟ ଦୂର ସମ୍ପର୍କୀୟମାନେ ହଡ଼ପ କରିବାକୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗପତ୍ରରେ କିଛି ବ୍ୟକ୍ତିଙ୍କ ନାମ ଉଲ୍ଲେଖ କରିଛନ୍ତି। ପୋଲିସ ଏତଲା ପାଇ ତଦନ୍ତ ପ୍ରକ୍ରିୟାକୁ ଆରମ୍ଭ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ…

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?