ପୂର୍ବତନ ସରପଞ୍ଚ ହତ୍ୟା ମାମଲା: ୫ ଗିରଫ

ବ୍ରହ୍ମପୁର ଅଫିସ,୧୪ା୧୧: ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନନ୍ତେଇ ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀ ହତ୍ୟା ମାମଲାରେ ବ୍ରହ୍ମପୁର ବଡ଼ବଜାର ପୋଲିସ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେହିପରି ମାମଲାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ଅଟକ ରଖାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ରବିବାର ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଅଭିଯୁକ୍ତଙ୍କଠାରୁ ୩ ଟି ଖଣ୍ଡା, ୬ଟି ମୋବାଇଲ, ଗୋଟିଏ ବାଇକ, ଗୋଟିଏ ସ୍କୁଟି ଜବତ କରାଯାଇଛି । ଏହି ଘଟଣାରେ ଷଡ଼ଯନ୍ତ୍ର କରିଥିବା ବ୍ୟକ୍ତିଙ୍କୁ ଖୋଜାଚାଲିଛି ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ନାକଚ ପରେ ଗର୍ଭବତୀ ସମିତି ସଭ୍ୟ ପ୍ରାର୍ଥିନୀଙ୍କ ଧାରଣା

ଉମରକୋଟ,୨୩।୧(ସ୍ବ.ପ୍ର.): ଜାତି ପ୍ରମାଣପତ୍ର ଇନ୍‌ଭାଲିଡ ଥିବା ଦର୍ଶାଇ ବ୍ଲକ ନିର୍ବାଚନ ଅଧିକାରୀ ପ୍ରାର୍ଥିପତ୍ର ନାକଚ କରିଥିଲେ । ପ୍ରାର୍ଥିପତ୍ର ନାକଚ ପରେ ବ୍ଲକ କାର୍ଯ୍ୟାଳୟର ପାହାଚରେ...

ସଜେଇ ହେଉଛି ଉଦୟପୁର-ତାଳସାରୀ

ଭୋଗରାଇ,୯ା୯: ନୂଆ ରୂପରେ ସଜେଇ ହେଉଛି ବାଲେଶ୍ୱର ଜିଲାର ବେଳାଭୂମି ଉଦୟପୁର-ତାଳସାରୀ। ଦୀର୍ଘବର୍ଷ ଧରି ଦୃଷ୍ଟି ଆଢୁଆଳରେ ରହିଯାଇଥିବା ଏହି ବେଳାଭୂମିକୁ ଅଧିକ ସୁନ୍ଦର ଓ...

ବିଦ୍ୟୁତ୍‌ ତାର ବିଛାଇ ବନ୍ୟଜନ୍ତୁ ଶିକାର ଉଦ୍ୟମ, ଜଣେ ଗିରଫ

ଦେବଗଡ,୬।୧୧(ଡି.ଏନ.ଏ) : ଦେବଗଡ଼ ବନାଞ୍ଚଳ ଅଧୀନ ତିଲେଇବଣି ସେକ୍ସନ ପ୍ରଭାଶୁଣି ସଂରକ୍ଷିତ ଜଙ୍ଗଲରେ ବିଦ୍ୟୁତ୍‌ ତାର ବିଛାଇ ବନ୍ୟଜନ୍ତୁ ଶିକାର ଉଦ୍ୟମ ଚଳାଇଥିବା ଅଭିଯୋଗରେ ବନ...

ଅନୁସୂଚିତ ଜାତି ବିକାଶ ପରିଷଦ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ

କଲମପୁର,୧୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନୁସୂଚିତ ଜାତି ବିକାଶ ପରିଷଦ ତରଫରୁ କଲମପୁର ମଣ୍ଡିଠାରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁସୂଚିତ...

ମିନିଟ୍ରକ୍‌ ଧକ୍କାରେ ରାସ୍ତା ତଳକୁ ଖସିଲା କାର୍‌

ଢେଙ୍କାନାଳ ଅଫିସ,୨୬।୧: ଢେଙ୍କାନାଳ ଜିଲା ସଦର ଥାନା ବାରଦା ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏକ କାର୍‌ କାମାକ୍ଷାନଗର ଅଭିମୁଖେ...

ଦାରିଙ୍ଗବାଡିରେ ଶୀତ ଉଭାନ, ହେଉନି ପର୍ଯ୍ୟଟକଙ୍କ ଭିଡ

ଦାରିଙ୍ଗବାଡି,୨୩।୧୧(ଡି.ଏନ.ଏ.): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଶୀତ ଉଦ୍ଭାନ ହୋଇଯାଇଛି। ଗତ ଏକ ସପ୍ତାହରେ ତାପମାତ୍ରା ୧୦ ଡିଗ୍ରୀରୁ ୧୫.୫ଡିଗ୍ରୀରେ ପହଞ୍ଚିଛି।...

ଯାଜପୁରରେ ପତାକା ଉତ୍ତୋଳନ କଲେ ଗଣଶିକ୍ଷା ମନ୍ତ୍ରୀ

ଯାଜପୁର ଅଫିସ,୧୫।୮: ଯାଜପୁର ଜିଲାରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ନରସିଂହ ଚୌଧୁରୀ ମହାବିଦ୍ୟାଳୟର ଖେଳପଡ଼ିଆଠାରେ ଆୟୋଜିତ ସମାରୋହରେ ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ସମୀର...

କିଣିବା ବାହାନାରେ ଦୋକାନରୁ ଚୋରି

ବନ୍ତ,୧୪।୪(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକର ଗଣିଜାଙ୍ଗ ପଞ୍ଚାୟତ ତଥା ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥର କାଶିପୁର ଛକଠାରେ ଥିବା ପ୍ରିୟବ୍ରତ ନାୟକଙ୍କ ସିମେଣ୍ଟ ଓ ରଡ୍‌...

Advertisement
Archives

Model This Week