ପରଲୋକରେ ପୂର୍ବତନ ସରପଞ୍ଚ

କର୍ଲାମୁଣ୍ଡା,୧୬ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୟଶ୍ରୀ ନାଏକ(୪୩)ଙ୍କର ବୁଧବାର ପରଲୋକ ହୋଇଯାଇଛି। ତାଙ୍କ ପରଲୋକ ଖବର ପାଇବା ପରେ ତେରେସିଂହା ଓ କର୍ଲାମୁଣ୍ଡା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଦୀର୍ଘଦିନ ହେଲା ଅସୁସ୍ଥ ଥିଲେ। ୨୦୧୨-୨୦୧୭ ମସିହା ପର୍ଯ୍ୟନ୍ତ ଜୟଶ୍ରୀ  ତେରେସିଂହା ପଞ୍ଚାୟତର ପ୍ରଥମ ମହିଳା ସରପଞ୍ଚ ଭାବେ କାର୍ଯ୍ୟ ତୁଲାଇଥିଲେ। ଜୟଶ୍ରୀଙ୍କ ବିୟୋଗରେ ଗ୍ରାମର ବିଭିନ୍ନ ସଂଘ, ଅନୁଷ୍ଠାନ, ଗ୍ରାମ୍ୟ ଉନ୍ନୟନ କମିଟି, ପ୍ରେସ୍‌ କ୍ଲବ ଓ ବିଭିନ୍ନ ରାଜନୈତିକ ବ୍ୟକ୍ତି ବିଶେଷ ଗଭୀର ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri