ଯନ୍ତ୍ରୀଙ୍କୁ ମାଡ଼ ମାରି ପୂର୍ବତନ ସରପଞ୍ଚ ଗିରଫ

ଆନନ୍ଦପୁର,୧୬ା୧୧(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ବିଦ୍ୟୁତ୍‌ ସେକ୍ସନ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ରାକେଶ ପଲଙ୍କୁ ମାଡ଼ ମାରିବା ଘଟଣାକୁ ନେଇ ଥାନାରେ ଏକ ମାମଲା ରୁଜୁ ହୋଇଛି। କନିଷ୍ଠ ଯନ୍ତ୍ରୀଙ୍କ ଅଭିଯୋଗକୁ ଆଧାର କରି ରାମଚନ୍ଦ୍ରପୁର ଥାନା କେସ୍‌ ନଂ ୨୭୭/୨୨ରେ ମାମଲା ରୁଜୁ କରାଯାଇ ସାଇଁକୁଳ ପଞ୍ଚାୟତ ପୂର୍ବତନ ସରପଞ୍ଚ ବିଭାସ ନାୟକଙ୍କୁ ବୁଧବାର ଗିରଫ କରାଯିବା ଘଟଣା ଚର୍ଚ୍ଚାକୁ ଆସିଛି।

ସୂଚନାଯୋଗ୍ୟ, ମଙ୍ଗଳବାର ଏକ ବେଆଇନ୍‌ ବିଦ୍ୟୁତ୍‌ ସଂଯୋଗ ଅଭିଯୋଗରେ ସାଇଁକୁଳ ଗ୍ରାମର ସୁଜିତ୍‌ ମହାନ୍ତିଙ୍କ ଘରେ ବିଦ୍ୟୁତ୍‌ ବିଭାଗର ଚଢ଼ାଉ ହୋଇଥିଲା। ଏହି ଚଢ଼ାଉ ସମୟରେ ସାଇଁକୁଳ ପୂର୍ବତନ ସରପଞ୍ଚ ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କୁ ଗାଳିଗୁଲଜ କରିଥିଲେ। ଏହା ସହିତ କନିଷ୍ଠ ଯନ୍ତ୍ରୀଙ୍କ ମୁହଁକୁ ମୁଥ ମାରିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri