ପରଲୋକରେ ଜଷ୍ଟିସ ଦେବପ୍ରିୟ ମହାପାତ୍ର

କଟକ ଅଫିସ, ୩୧।୮: ସୁର୍ପିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ବୁଧବାର କଟକର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ଓଡ଼ିଶା ରାଜ୍ୟ ମାନବାଧିକାର କମିଶନର ପ୍ରଥମ ଅଧ୍ୟକ୍ଷ ଥିଲେ ଦେବପ୍ରିୟ। ଏହା ସହ ଆହ୍ଲାବାଦ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ମଧ୍ୟ ଦାୟିତ୍ୱ ତୁଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ବଦଳାଇ ଦେଲା ଜୀବିକା: ପାନ ବିକୁଛନ୍ତି ଯାତ୍ରା କମେଡିଆନ୍‌

ଭଣ୍ଡାରିପୋଖରୀ, ୨୦ା୮(ଦେବେନ୍ଦ୍ର ଆନ୍ଦିଆ)- କରୋନା ଛଡ଼ାଇ ନେଇଛି ଜୀବନ ଜୀବିକା। କାଲି ଯିଏ ମଞ୍ଚରେ ହସାଇ ଦର୍ଶକଙ୍କୁ ବେଦମ କରୁଥିଲେ, ସେ ଆଜି ରାଜପଥ ପାର୍ଶ୍ୱରେ...

ଆଜି ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ଼ ଗସ୍ତ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ଼ ଜିଲା ଗସ୍ତରେ ଯାଉଛନ୍ତି। ରାଉରକେଲାଠାରେ ଦେଶର ସର୍ବବୃହତ୍‌ ହକି ଷ୍ଟାଡିୟମ ସହ ଜିଲାରେ ୧୭ଟି ବ୍ଲକରେ ଆଷ୍ଟ୍ରୋଟର୍ଫ...

ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା: ମେଡିକାଲ ସୁପରିଟେଣ୍ଡେଣ୍ଟଙ୍କ ତଦନ୍ତ

ସୋରଡ଼ା,୨୧ା୧(ଡି.ଏନ୍‌.ଏ.)- ବଡ଼ଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ବିଭିନ୍ନ ସମସ୍ୟାର ପ୍ରତିକାର ନେଇ ସରପଞ୍ଚ ସାରଦା ସବର ଜିଲା ସିଡିଏମ୍‌ଓଙ୍କ ପାଖକୁ ଏକ ଅଭିଯୋଗ ପତ୍ର ଲେଖିଥିଲେ।...

ଡାକ୍ତରଙ୍କ ବଦଳି ବାତିଲ ଦାବିରେ ବିକ୍ଷୋଭ

ବଇଣ୍ଡା, ୨୬ା୯(ଡି.ଏନ.ଏ.) – କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଚିତ୍ତରଞ୍ଜନ ସାହୁଙ୍କୁ ବୁଧବାର ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଠାକୁରଗଡ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ସପ୍ତାହକୁ ୩...

ରଣପୁର ରାଜନଅରରେ ମା’ ଖିଲାମୁଣ୍ଡା : କାଠିରେ ରହି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି

ରଣପୁର, ୭ା୧୦(ସ୍ବ.ପ୍ର.): ରଣପୁର ଅଞ୍ଚଳର ଆରାଧ୍ୟା ଦେବୀ ମା’ ଖିଲାମୁଣ୍ଡା ରାଆଁଳାର ଘଞ୍ଚ ଜଙ୍ଗଲରେ ଥିବା ଆସ୍ଥାନ ଛାଡି ୧୬ଦିନ ହେଲା ରଣପୁର ରାଜନଅରକୁ ଆସି...

ଇସ୍ପାତ ଶିଳ୍ପକୁ ରପ୍ତାନି କେନ୍ଦ୍ରିକ କର: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଏକବିଂଶ ଶତାବ୍ଦୀରେ ଭାରତର ଅତ୍ୟାଧୁନିକ ଭିତ୍ତିଭୂମି ନିର୍ମାଣ ପାଇଁ ନରେନ୍ଦ୍ର ମୋଦି ସରକାର ଗୁରୁତ୍ୱ ଦେଉଛନ୍ତି ବୋଲି ଶୁକ୍ରବାର ଇଣ୍ଡିଆନ ଷ୍ଟିଲ ଆସୋସିଏଶନ(ଆଇଏସ୍‌ଏ) ପକ୍ଷରୁ...

ବଧୂ ହତ୍ୟା ଅଭିଯୋଗ : ସ୍ବାମୀ କୋର୍ଟଚାଲାଣ

ଯାଜପୁର ଟାଉନ,୧୭ା୬(ଡି.ଏନ୍‌.ଏ.): ଯାଜପୁର ସଦର ଥାନା ଅନ୍ତର୍ଗତ ମାଳଆନନ୍ଦପୁର ଗ୍ରାମର ରଶ୍ମିତା ଦଳାଇଙ୍କ ଶୁକ୍ରବାର ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ଶନିବାର ରଶ୍ମିତାଙ୍କ ବାପା ଯୌତୁକ ଦାବିରେ...

୩ ମହାନଗର ନିଗମ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୫।୩(ବ୍ୟୁରୋ): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ତିନୋଟି ମହାନଗର ନିଗମ ପାଇଁ ବିଜେଡି ଶନିବାର ମେୟର ପ୍ରାର୍ଥୀ ଘୋଷଣା କରିଛି। ବରିଷ୍ଠ ବିଜେଡି ନେତ୍ରୀ ସୁଲୋଚନା...

Advertisement
Archives

Model This Week