ଯାଜପୁରରେ ଏକାଠି ହେଲେ ବିଜେଡିର ପୂର୍ବତନ ପୁରୁଖା ନେତା, ନୂଆ ଫ୍ରଣ୍ଟ ଚର୍ଚ୍ଚା

ଭୁବନେଶ୍ୱର,୨୦ା୮: ଯାଜପୁର ଜିଲାର ଓଳାଶୁଣି ଗୁମ୍ଫା ପୀଠରେ ବିଜୁ ଜନତା ଦଳ (ବିଜେଡି)ର ପୂର୍ବତନ ପ୍ରମୁଖ ନେତାମାନଙ୍କର ଏକ ମେଳି ଅନୁଷ୍ଠିତ ହୋଇଯାଇଛି। ଏହି ମେଳିରେ ଅମର ଶତପଥୀ, ପ୍ରଭାତ ତ୍ରିପାଠୀ, ସୌମ୍ୟ ରଞ୍ଜନ ପଟ୍ଟନାୟକ, ପ୍ରସନ୍ନ ପାଟ୍ଟଶାଣୀ, ରବି ପାଣି ଓ ରାମଚନ୍ଦ୍ର ହାଁସଦା ଉପସ୍ଥିତ ଥିଲେ। ଏହି ଭେଟକୁ ନେଇ ରାଜନୈତିକ ମହଲରେ ତୀବ୍ର ଚର୍ଚ୍ଚା ଆରମ୍ଭ ହୋଇଛି।

ସୂଚନା ଅନୁଯାୟୀ, ଏହି ମେଳିର ମୁଖ୍ୟ ଉଦ୍ଦେଶ୍ୟ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ତେବେ, ଏକ ନୂଆ ରାଜନୈତିକ ଫ୍ରଣ୍ଟ ଗଠନ ନେଇ ଆଲୋଚନା ହୋଇଥିବା ଚର୍ଚ୍ଚା ରହିଛି। ଉପସ୍ଥିତ ନେତାମାନେ ଏହାକୁ ବ୍ୟକ୍ତିଗତ ଭୋଜି ବୋଲି କହି ଏଡ଼ାଇ ଦେଇଥିବା ବେଳେ, ରାଜନୈତିକ କ୍ଷେତ୍ରରେ ଏହା ନୂଆ ରାଜନୈତିକ ଗତିବିଧିର ସଙ୍କେତ ହୋଇପାରେ ବୋଲି ଅନୁମାନ କରାଯାଉଛି।

ଏହି ଘଟଣା ସାମାଜିକ ଗଣମାଧ୍ୟମରେ ମଧ୍ୟ ‘ନୂଆ ଫ୍ରଣ୍ଟ ଚର୍ଚ୍ଚା’ ଆଲୋଚନାର ବିଷୟ ହୋଇଛି। ଆଗାମୀ ଦିନରେ ଏହି ମେଳିର ପ୍ରକୃତ ଉଦ୍ଦେଶ୍ୟ ସ୍ପଷ୍ଟ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri